ବୁଧ ଷଷ୍ଠରେ ଥିବାରୁ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ। ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ।