ଆକସ୍ମିକ ଭାବରେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ପଡ଼ୋଶୀମାନେ ନିଆଁରେ ଘିଅ ଢାଳିଲା ଭଳି କଥା କହି ପରିସ୍ଥିତିକୁ ବଢ଼ାଇ ଦେଇପାରନ୍ତି। ଉତ୍ତରଭାଦ୍ରବ ନକ୍ଷତ୍ର ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, ଫଳରେ କାମ ପ୍ରତି ସ୍ପୃହା ରହିବ ନାହିଁ। ହଠାତ୍ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।