ଭାଗ୍ୟସ୍ଥାନକୁ ବୃହସ୍ପତିଙ୍କ ଦୃଷ୍ଟି ସମସ୍ତ ସମସ୍ୟାକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ। କିନ୍ତୁ ରେବତୀ ନକ୍ଷତ୍ର ଯେତେ ଭଲ କାମ କଲେ ସୁଦ୍ଧା ପରୋକ୍ଷ ସମାଲୋଚନା ଜନିତ ସମାଲୋଚିତ ହୋଇପାରନ୍ତି। ଶାରୀରିକ ସୁସ୍ଥତା ଓ ବନ୍ଧୁମାନଙ୍କ ସହାନୁଭୂତି ଲାଭକରି କିଛିଟା ଆଶ୍ୱସ୍ତି ଲାଭ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିପାରନ୍ତି।