ଦ୍ୱିତୀୟଭାବ ଶନି ଦୃଷ୍ଟ ଯୋଗୁ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ଅଯଥା କଷ୍ଟ ଅନୁଭବ କରିବେ। ସାମାଜିକ ସ୍ତରରେ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ। ବନ୍ଧୁ ମେଳରେ ଗାମ୍ଭୀର୍ଯ୍ୟ ରକ୍ଷା କରି ସମାଲୋଚିତ ହୋଇପାରନ୍ତି। ଫାଇଦା ହାସଲ ସକାଶେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।