ଦ୍ୱିତୀୟ ସ୍ବାମୀଙ୍କୁ ବି ଛାଡ଼ପତ୍ର ଦେବେ ଦଲଜିତ୍‌: ଇନ୍‌ଷ୍ଟାଗ୍ରାମରୁ ଡିଲିଟ୍‌ କଲେ ଫଟୋ, ହଟାଇଲେ ସରନେମ୍‌

ବମ୍ବେ: ଗତ ବର୍ଷ ଦ୍ୱିତୀୟ ବିବାହ କରିଥିଲେ ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଦଲଜିତ୍‌ କୌର। ଆଫ୍ରିକୀୟ ବ୍ୟବସାୟୀ ନିଖିଲ ପଟେଲଙ୍କ ହାତ ଧରିଥିଲେ ସେ। ବିବାହର ବର୍ଷେ ନପୁରୁଣୁ ଏବେ ଉଭୟଙ୍କ ସମ୍ପର୍କ ଖଟା ହୋଇଛି। ଦଲଜିତ୍‌ ନିଜ ନାମରୁ ସ୍ବାମୀଙ୍କ ସର୍‌ନେମ୍‌ ହଟାଇଛନ୍ତି। ଆଗାମୀ ଦିନରେ ସେ ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଇପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

दलजीत कौर की दूसरी शादी भी मुश्किल में? एक्ट्रेस ने जारी किया स्टेटमेंट

ଜାନୁଆରୀରେ ଦଲଜିତ ପୁଅଙ୍କ ସହ ଭାରତ ଫେରିଛନ୍ତି। ବାପା-ମା’ଙ୍କ ସର୍ଜରୀ ଲାଗି ଭାରତ ଆସିଥିବା କୁହାଯାଉଛି। ନିକଟରେ ନିଖିଲଙ୍କ ସହ ବିବାହର ଫଟୋ ଡିଲିଟ୍‌ କରିବା ପରେ ଦଲଜିତଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଥିଲା। ଏମିତିରେ ସେ ଏକ ଷ୍ଟେଟ୍‌ମେଣ୍ଟ ଦେଇଛନ୍ତି। ଷ୍ଟେଟ୍‌ମେଣ୍ଟରେ କୁହାଯାଇଛି ଯେ, ଦଲଜିତ୍‌ଙ୍କ ବିଷୟରେ କେହି ପ୍ରତିକ୍ରିୟା ରଖନ୍ତୁ ନାହିଁ। କାରଣ ଏସବୁରେ ପିଲାମାନେ ସାମିଲ ଅଛନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ଗୁରୁତ୍ୱ ରଖୁଛି।

Actor Dalljiet Kaur's team on rumours of separation from husband Nikhil Patel - India Today

ତେବେ ଗତ ବର୍ଷ ମାର୍ଚ୍ଚ ୨୩ରେ ନିଖିଲଙ୍କୁ ବିବାହ କରିଥିଲେ। ଏହି ବିବାହରେ ପରିବାରଲୋକଙ୍କ ସହ ନିକଟ ସମ୍ପର୍କୀୟ ସାମିଲ ହୋଇଥିଲେ। ବିବାହ ପରେ ଦଲଜିତ୍‌ ସ୍ବାମୀଙ୍କ ସହ ରହିବା ଲାଗି କେନିଆ ଚାଲିଯାଇଥିଲେ। ନଭେମ୍ବର ଯାଏ ଦୁହିଁଙ୍କ ଭିତରେ ସବୁକିଛି ଠିକ୍‌ ଚାଲିଥିଲା। ଅଭିନେତ୍ରୀ ତାଙ୍କ ସହ ଜନ୍ମଦିନ ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାଡପତ୍ର ଗୁଜବ ଭିତରେ ଭୂକମ୍ପ ସୃଷ୍ଟି କଲା ଅଭିଷେକଙ୍କ ପୋଷ୍ଟ! କହିଲେ ଆଇ ୱାଣ୍ଟ ଟୁ ଟକ୍‌…

ମୁମ୍ବାଇ: ବଚ୍ଚନ ପରିବାର କିଛିଦିନ ହେବ ଛାଡପତ୍ର ଗୁଜବ କାରଣକୁ ଚର୍ଚ୍ଚାରେ ରହି ଆସିଛନ୍ତି। ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ସହ ମତାନ୍ତର ଠାରୁ ଆରମ୍ଭ କରି...

ଭଉଣୀଙ୍କ ନଣନ୍ଦଙ୍କୁ ଭଲ ପାଇ ବସିଥିଲେ ପଙ୍କଜ ତ୍ରିପାଠୀ, ବିବାହର ୧୯ ବର୍ଷ ପରେ ବି ଆପଣାଇନାହାନ୍ତି ପରିବାର

ବମ୍ବେ: ସାଧାରଣତଃ ପ୍ରେମ ବିବାହରେ ଉଭୟ ପକ୍ଷଙ୍କ ପରିବାରକୁ ରାଜି କରାଇବା କଷ୍ଟକର ହୋଇଥାଏ। ଅଧିକାଂଶ ସମୟରେ ସହମତି ହୋଇ ନ ପାରିବାରୁ ପ୍ରେମୀଯୁଗଳ ପରିବାର...

ଅଭିଷେକଙ୍କ ଘର ଛାଡ଼ିବେ ଐଶ୍ୱର୍ଯ୍ୟା! ଝିଅଙ୍କ ସହ…

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ସ୍ବାମୀ ତଥା ଅଭିନେତା ଅଭିଷେକ ବଚ୍ଚନଙ୍କଠାରୁ ଅଲଗା ହେବା ଖବର ଗଣମାଧ୍ୟମର ଶିରୋନାମା ପାଲଟିଛି। ଏମିତିରେ ଐଶ୍‌ ଖୁବ୍‌ଶୀଘ୍ର...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ...

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି...

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri