ସ୍କୁଲ ପାଖରେ ବିପଦ ଶଙ୍କୁଳ ଟ୍ରାନ୍ସଫର୍ମର

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ବ୍ଲକ ପଥର୍ଲା ପଞ୍ଚାୟତ ଅନ୍ତର୍ଗତ ମହିମା ନଗର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିପଦ ଶଙ୍କୁଳ ଅବସ୍ଥାରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଛି। ଏପରିକି ଟ୍ରାନ୍ସଫର୍ମର ଚାରିପାଖରେ ସୁରକ୍ଷା ବାଡ଼ ମଧ୍ୟ ଦିଆ ଯାଇନାହିଁ । ଫଳରେ ବିଦ୍ୟାଳୟକୁ ଆସୁଥିବା ଛାତ୍ରୀଛାତ୍ରଙ୍କ ଜୀବନ ବିପଦରେ ରହିଛି। ଏହା ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ଆଖିରେ ପଡୁଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହି ଟ୍ରାନ୍ସଫର୍ମରକୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କିମ୍ବା ଏଠାରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image