ଥରୁଛି ଦାରିଙ୍ଗବାଡି, ନିଆଁ ଭରସା

ଦାରିଙ୍ଗବାଡି, ୨୬।୧୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ କିଛି ଦିନ ହେଲା ତାପମାତ୍ରା ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି। ମଙ୍ଗଳବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦ ଡିଗ୍ରୀ ରେକର୍ଡ ସଂଗ୍ରହ କରାଯାଇଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଘନ କୁହୁଡି ଯୋଗୁ ଗାଡି ଚଳାଚଳରେ ବାଧା ସୃଷ୍ଟି ହୋଇଛି। ବିଭିନ୍ନ ସ୍ଥାନରେ ବିଶେଷ କରି ଦୁର୍ଗମ ଓ ଗ୍ରାମାଞ୍ଚଳରେ ନିଆଁ ଏକ ମାତ୍ର ଭରସା ପାଲଟିଛି। ଚଳିତ ବର୍ଷ ଜଳବାୟୁରେ ଅଧିକା ପରିମାଣରେ ଆର୍ଦ୍ରତା ଯୋଗୁ ଶୀତ ବିଳମ୍ବରେ ଆସିଛି ସତ କିନ୍ତୁ ଏବେ ଯେଉଁ ଭଳି ଶୀତ ଅନୁଭୂତ ହେଉଛି ଆଗକୁ ଆହୁରି ଅଧିକା ବଢିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image