
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ରହିବ।
ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ରାହୁ ରେଖା ଲାଗି ହେବ ବୋଲି ଦର୍ଶନ ବନ୍ଦ ରହିବ। ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ରହିବ।
ଓ୍ବାଶିଂଟନ,୧୪।୪:ପପ୍ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍ ବେଜୋସ୍ଙ୍କ ବ୍ଲ୍ୟୁ ଅରିଜିନ୍ର...
ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍...
ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...
ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...
ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଭାଜପା ତରଫରୁ ବ୍ଲକ୍ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...
ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...
ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...
ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।...