ସବୁଦିନ ପାଇଁ ବନ୍ଦ ହେଲା ଦାରୁଠେଙ୍ଗ ଡମ୍ପିଂୟାର୍ଡ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ଅନେକ ସମୟରେ ନାନା ବିବାଦ ଉପୁଜିଥିଲା। ବିବାଦର ସମାଧାନ ପାଇଁ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ତେବେ ବୈଠକର ନିଷ୍ପତ୍ତି ଅନୁଯାୟୀ, ସବୁଦିନ ପାଇଁ ଦାରୁଠେଙ୍ଗ ଡମ୍ପିଂୟାର୍ଡ ବନ୍ଦ ହୋଇଛି। ଏ ନେଇ ଦାରୁଠେଙ୍ଗ ସରପଞ୍ଚଙ୍କୁ ଚିଠି ଲେଖି ଭୁବନେଶ୍ୱର ମହାନଗର ନିଗମ ଜଣାଇଛି।

ମେ’ ଶେଷ ସୁଦ୍ଧା ଡମ୍ପିଂୟାର୍ଡ ବନ୍ଦ ପାଇଁ ବିଏମ୍‌ସିକୁ ମହଲତ ମିଳିଥିଲା। ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ବିଏମ୍‌ସି ଡମ୍ପିଂୟାର୍ଡକୁ ବନ୍ଦ କରିଛି। ଏନେଇ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିବା ସହ ବିଏମସିକୁ ଧନ୍ୟବାଦ ଜଣାଇଛନ୍ତି। ବିଏମସି ପକ୍ଷରୁ ଭୁବନେଶ୍ୱରରେ ଏମ୍‌ସିସି ଓ ଏମ୍‌ଆର୍‌ଏଫ୍‌ ପ୍ରତିଷ୍ଠା କରାଯାଇଥିବା ବେଳେ ଏଣିକି ସହରର ଅଳିଆ ସହର ଭିତରେ ପ୍ରକ୍ରିୟାକରଣ କରାଯିବା ନେଇ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri