ଖାଲି ପଡିଥିବା ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖଫେବ୍ରୁଆରୀ ୧୬ରେ ଯାଞ୍ଚ ହେବା ସହ ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯିବ ବୋଲି ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି।

Share