ଘର ପୋଡ଼ିରେ ଝିଅ ଗୁରୁତର: ସହାୟତା ନିବେଦନ କଲେ ଦୃଷ୍ଟିବାଧିତ ବାପା

ଛତ୍ରପୁର,୩/୩(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଳୀ ପଞ୍ଚାୟତ ବଡପୁଟି ତିଅରବସା ଗାଁର ଗରୀବ ତଥା ଦୃଷ୍ଟିବାଧିତ ସୁଦର୍ଶନ ବେହେରାଙ୍କ ଘର ସର୍ଟସର୍କିଟରେ ଫେବୃୟାରୀ ୧୦ ତାରିଖରେ ପୋଡି ଯାଇଥିଲା । ଏଥିରେ ଘର ସମ୍ପୂର୍ଣ୍ଣ ପୋଡି ଯାଇ କ୍ଷତି ହୋଇଥିବାବେଳେ ତାଙ୍କ ୧୬ ବର୍ଷର ଝିଅ ସୁଚିତ୍ରା ଙ୍କ ହାତ ଓ ଗୋଡ ସମ୍ପୂର୍ଣ୍ଣ ପୋଡି ହୋଇଯାଇଥିଲା । ଏବେ ସେ ମେଡିକାଲର ସର୍ଜରୀ ବିଭାଗରେ ଚିକିତ୍ସିତ ହେଉଛି । ଏଥିରେ ତାଙ୍କ ୨ ପୁଅ ମଧ୍ୟ ଆହତ ହୋଇଥିଲେ। ତେବେ ଘର ପୋଡି ଏବଂ ଝିଅର ଚିକିତ୍ସା ପାଇଁ ଅର୍ଥର ଘୋର ଅଭାବ ରହିଥିବା ସୁଦର୍ଶନ କହିଛନ୍ତି। ଏଥିପାଇଁ ଆଥି୩ର୍କ ସହାୟତା ଜରୁରୀକାଳୀନ ପାଣ୍ଠିରୁ ଦେବା ଲାଗି ସେ ସୋମବାର ଛତ୍ରପୁର ଆସି ଗଂଜାମ ଅତିରିକ୍ତ ଜିଲାପାଳଙ୍କୁ ଭେଟି ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ

ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍‌ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି।...

ଭାରତର ଏହି ବନ୍ଧୁ ରାଷ୍ଟ୍ର ପାକିସ୍ତାନକୁ ଦେଲା ପାନେ, ଟେଶନରେ ପାକ୍‌

ନୂଆଦିଲ୍ଲୀ,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଉତ୍ତେଜନାପୂର୍ଣ୍ଣ ରହିଛି। ଆମେରିକା, ଋଷିଆ ସମେତ ବିଶ୍ୱର ଅଧିକାଂଶ ଦେଶ ଏହି...

ତାର ଉପରେ ଗଛ ପଡ଼ି ବିଦ୍ୟୁତ୍‌ ସରବରାହ ବନ୍ଦ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍‌ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା...

୧୯୭୧ରେ ପାକିସ୍ତାନ ସହ ଯୁଦ୍ଧ ସମୟରେ ହଜାର ହଜାର କଣ୍ଡୋମ ଅର୍ଡର କରିଥିଲା ଭାରତୀୟ ସେନା, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୫।୪: ଆମେ ସମସ୍ତେ ଭାରତୀୟ ସଶସ୍ତ୍ର ବାହିନୀକୁ ପରିଭାଷିତ କରୁଥିବା ସାହସିକତା ଏବଂ ସାହସର ଅନେକ କାହାଣୀ ଶୁଣିଛୁ। ଇତିହାସର ପେଡ଼ିରେ ସାଇତା ସେସବୁ କାହାଣୀ...

ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ...

ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ...

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ଚିଠି ଲେଖିଲେ ବିଧାୟକ

ଖଡ଼ିଆଳ,୨୫ା୪(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଦୀର୍ଘବର୍ଷ ହେଲା ଟ୍ରାଫିକ ସମସ୍ୟା ଦେଖା ଦେଇଆସୁଛି। ଏଥିଯୋଗୁ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ନଜିର...

ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image