Categories: ଖେଳ

ଟସ ଜିତିଲା ଡିସି : ପ୍ରଥମେ ବୋଲିଂ…

ଗୁଆହାଟୀ,୮।୪ : ଆଇପିଏଲ ସିରିଜ ୧୬ର ୧୧ ତମ ମ୍ୟାଚ ଶନିବାର ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ମଧ୍ୟରେ ଗୁଆହାଟୀର ବର୍ସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଡିସି ଟସଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଡିସି ବୋଲିଂ ପାଇଁ ପଡ଼ିଆକୁ ଓହ୍ଲାଇଛି। ଅପରପକ୍ଷରେ ଆରଆର ଟିମ୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share