ସ୍କୁଲ ପଛପଟୁ ମିଳିଲା ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ସୁନ୍ଦରଗଡ଼,୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅଧୀନ ଗର୍ଜନ ବାହାଲ ହାଇସ୍କୁଲ ପଛପଟୁ ମଙ୍ଗଳବାର ସକାଳେ ଜଣେ ଛାତ୍ରଙ୍କ ମୃତଦେହ ମିଳିଛି। ଖବର ପାଇ ହେମଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଛାତ୍ର ଜଣକ ଗର୍ଜନ ବାହାଲ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରେ ପଢୁଥିବା ପ୍ରସାଦ ପଣ୍ଡା(୧୩) ବୋଲି ଜଣାପଡିଛି। ତାଙ୍କ ଘର ଝାରସୁଗୁଡ଼ା ଜିଲା ବେଲପାହାଡ଼ ଗୁମାଡେରା ଗ୍ରାମରେ। ସେ ହଷ୍ଟେଲରେ ରହି ପଢୁଥିଲେ। ଛାତ୍ର ଜଣକ ସ୍କୁଲ ପଛପଟେ ଥିବା ଏକ କୁସୁମ ଗଛକୁ ଚଢିଥିବା ବେଳେ ପାଖରେ ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏଭଳି ଅଘଟଣ ଘଟିଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri