ଡ୍ୟାମ୍‌ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ

ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼: ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ରାଜ୍ୟର ଐତିହ୍ୟ ଓ ବିକାଶ

ଭୁବନେଶ୍ୱର,୧୬ା୧୨(ଅନିଲ ଦାସ)-ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା...

ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର 

ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ...

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ...

ଜାଲ୍‌ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ...

ଓଡ଼ିଶାକୁ ଆଗ୍ରାଧିକାର: ଜାନୁଆରୀ ମାସରେ ୨ ଥର ଆସିବେ ପ୍ରଧାନମନ୍ତ୍ରୀ

କଟକ,୧୬।୧୨: ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଆସନ୍ତା ମାସରେ ଭୁବନେଶ୍ୱରରେ...

ଦଲାଲଙ୍କ ପ୍ରତି ସତର୍କ ରହିବାକୁ ଚେତେଇଦେଲା OPSC: ଜାଣନ୍ତୁ କିପରି କରିବେ ଅଭିଯୋଗ ?

କଟକ,୧୬।୧୨: ରାଜ୍ୟରେ ସରକାରୀ ନିଯୁକ୍ତିରେ ଦୁର୍ନୀତି ହେଉଥିବା ଖୋଦ ମୁଖ୍ୟମନ୍ତ୍ରୀ ବିଧାନସଭାରେ କହିବା ପରେ ଏହି ବିଷୟକୁ ନେଇ ବିବାଦ ସହିତ ଚର୍ଚ୍ଚା ମଧ୍ୟ ବୃଦ୍ଧି...

ମଙ୍ଗଳବାରଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ,୧୬।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ମଙ୍ଗଳବାରଠୁ ଆରମ୍ଭ ହେବାକୁ ଯାଉଛି। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର...

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri