ତେଲ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଫୋନ୍ କରି କହିଥିଲେ…

ବଲାଙ୍ଗୀର,୨୫/୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷରା ଥାନା ଅନ୍ତର୍ଗତ ତୁଷରା’ର ଯୁବକ ଆସମାନ ଛତ୍ରିଆ (୧୯) ଙ୍କ ମୃତଦେହ ସୋମବାର ରାତିରେ ତେଲନଦୀ ବ୍ରିଜ ତଳୁ ଉଦ୍ଧାର କରାଯାଇଛି। ସୋମବାର ରାତିରେ ଜଣେ ଯୁବତୀ ମୃତ ଆସମାନଙ୍କ ଜଣେ ସମ୍ପର୍କୀୟଙ୍କୁ ଫୋନ କରି ତେଲନଦୀ ବ୍ରିଜ ଉପରେ ଆସମାନ ଅଛନ୍ତି ତାଙ୍କୁ ଘରକୁ ନେଇଯାଆନ୍ତୁ ବୋଲି ଫୋନ୍ କରି ଜଣାଇଥିଲେ।

ଏଭଳି ଏକ ଅପ୍ରତ୍ୟାଶିତ ଫୋନ କଲ୍ ପାଇ ପରିବାର ଲୋକେ ତୁଷରା ତେଲନଦୀ ବ୍ରିଜକୁ ଯିବାରୁ ସେଠାରେ ଏକ ସାଇକେଲ, ଚପଲ ଏବଂ ମୋବାଇଲ ଫୋନ ଥିବା ଦେଖିଥିଲେ। ବ୍ରିଜ ତଳେ ଆସମାନଙ୍କ ମୃତଦେହ ପଡ଼ିଥିଲା। ପୋଲିସ ଥାନାକୁ ଖବର ଦେବାପରେ ପରେ ମୃତଦେହ ଉଦ୍ଧାର କରାଯାଇଛି। ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏହି ଘଟଣାର ତଦନ୍ତ କରିବାକୁ ପରିବାର ଲୋକେ ତୁଷୁରା ଥାନରେ ଦାବି କରିଛନ୍ତି। ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛିl


Enter your email to get our daily news in your inbox.

All Right Reserved By Dharitri.Com

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

ବରୀ,୨୭।୪(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ...

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image