ବିପିଏଲ୍‌, କେଲ୍‌ଭିନେଟର ପକ୍ଷରୁ ଡିଲର ପୁରସ୍କୃତ

ଭୁବନେଶ୍ୱର,୨୭ା୮: ବିପିଏଲ୍‌ ଏବଂ କେଲଭିନେଟର କମ୍ପାନୀ ପକ୍ଷରୁ ବିକ୍ରିରେ ସଫଳତା ହାସଲ କରିଥିବା ଡିଲରଙ୍କୁ ପୁରସ୍କୃତ କରାଯାଇଛି। ଏ ନେଇ କମ୍ପାନୀ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ କମ୍ପାନୀର ବିଏମ୍‌ ଦୀପକ ସାମଲ ଏବଂ ବିତରକ ରାମକୃଷ୍ଣ ଏଜେନ୍ସିର ସ୍ବତ୍ୱାଧିକାରୀ ଯୋଗେନ୍ଦ୍ର ହଂସ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଭଲ ପ୍ରଦର୍ଶନ କରିଥିବା ଶୀର୍ଷ ୧୦ ଡିଲରଙ୍କୁ ତନିସ୍କର ସୁନା ଅଳଙ୍କାର ପୁରସ୍କାର ଭାବେ ପ୍ରଦାନ କରଯାଇଥିଲା। ସେହିଭଳି ବିକ୍ରିରେ ଯୋଗଦାନ ରଖିଥିବା ଟପ୍‌ ଡିଲରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ବୋଲି ସାମଲ କହିଛନ୍ତି। ଫଳରେ ଆଗକୁ ଏଭଳି କାମ କରିବାକୁ ଏହା ସେମାନଙ୍କୁ ଉତ୍ସାହିତ କରିବ। ସେହିପରି ରାମକୃଷ୍ଣ ଏଜେନ୍ସି ପକ୍ଷରୁ ହଂସ ଡିଲରଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସଫଳତା ଲାଗି ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍‌

ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର...

ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୧୮ା୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ...

ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍‌ଆଇଭିବି ଗ୍ରାଣ୍ଡ୍‌ କ୍ରସ୍‌ ସମ୍ମାନ’

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍‌ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍‌ କ୍ରସ୍‌’ ପ୍ରଦାନ କରାଯାଇଛି।...

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା...

ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍‌ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର...

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ରବିବାର ସର୍ବନିମ୍ନ ତାପମାତ୍ରା ୭.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ଜି.ଉଦୟଗିରି କୃଷି...

୧୧ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି ପାରଦ ତଳମୁହାଁ ହୋଇଛି। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ଓ ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ହ୍ରାସ...

ଅନନ୍ତ, ଶ୍ରୀନିବାସ, ଜୟୀରାମ ପାଇଲେ ‘ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର’

ଭୁବନେଶ୍ୱର,୧୮ା୧୧(ବନ୍ଦନା ସେଠୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୩୨, ୩୩ ଓ ୩୪ତମ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri