ପୂର୍ବତନ ବିଧାୟକ କୁମର ବେହେରାଙ୍କ ପରଲୋକ

ବରଗଡ଼,୧୧।୮(ପ୍ରୋମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କୁମର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ବରଗଡ଼ ଜିଲାରେ ଗଭୀର ଶୋକ ପ୍ରକାଶ ପାଇଛି।

ଅତାବିରା ବ୍ଲକ ହିର୍ଲିପାଲି ଗ୍ରାମର ସ୍ବର୍ଗତ ବେହେରା ଶିକ୍ଷକତା ଛାଡି ରାଜନୀତିରେ ପାଦ ଥାପିଥିଲେ ଏବଂ ୧୯୯୦ ବିଧାନସଭା ନିର୍ବାଚନରେ ଜନତା ଦଳରୁ ପ୍ରତିଦ୍ବନ୍ଦିତା କରି ବିଧାୟକ ନିର୍ବାଚିତ ହୋଇଥିଲେ। ସେ ୧୯୯୦ରୁ ୧୯୯୫ ମସିହା ପର୍ଯ୍ୟନ୍ତ ବିଧାୟକ ଥିବାବେଳେ ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦାନ କରିଥିଲେ। ହେଲେ ଆଉ ସେ ଆଗକୁ ରାଜନୈତିକ କ୍ଷେତ୍ରରେ ସଫଳ ହୋଇପାରି ନ ଥିଲେ। ଅତାବିରା ବାସଭବନରେ ସେ ସପରିବାର ରହୁଥିଲେ। ସ୍ବର୍ଗତ ବେହେରାଙ୍କ ମୃତଦେହକୁ ପ୍ରଥମେ ଅତାବିରା ବାସଭବନକୁ ଅଣାଯାଇଥିଲା। ପରେ ମୃତଦେହ ର୍ହିଲିପାଲି ଗ୍ରାମକୁ ନିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି...

ବନବାସୀଙ୍କ ସହ ବସି କନ୍ଦମୂଳ ଖାଇଲେ ଜିଲାପାଳ

ନୂଆପଡା,୨୬।୧୨ (ମକାରୁ ବେମାଲ):ସମୁଦ୍ର ପତନଠାରୁ ୩୬ ହଜାର ବର୍ଗ ଫୁଟ ଉପରେ ଅବସ୍ଥିତ ନୂଆପଡ଼ା ଜିଲାର ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୁନାବେଡା ଗାଁ ା...

୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି...

ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ

ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ...

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ...

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri