ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନେଇ ନିଷ୍ପତ୍ତି ହେବା ପରେ ସେ ଏପରି ପ୍ରତିକ୍ରିୟା ରଖିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର  ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଥିଲେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ ଜମିରେ ଗାଈ ଫାର୍ମ କରାଯିବା ପାଇଁ ଚିଠିରେ ଉଲ୍ଲେଖ ରହିଥିବାବେଳେ ମହାପ୍ରଭୁଙ୍କ ଗଚ୍ଛିତ ଅର୍ଥରେ ଗୋ’ଶାଳା ଏବଂ ଡାଏରୀ ଫାର୍ମ କରାଯିବାକୁ ସୁଆର ମହାସୁଆର ସେବାୟତ ନିଯୋଗ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ ନାହିଁ...

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି।...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ...

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri