Posted inଜାତୀୟ

ହରିୟାଣାରେ କଂଗ୍ରେସକୁ ଝଟକା: ଦଳ ଛାଡିଲେ ଏହି ବଡ଼ ନେତା

ଚଣ୍ଡିଗଡ,୧୪।୧୦: ହରିୟାଣା ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦୀପକ ବାବରିଆ ରାଜ୍ୟ ପ୍ରଭାରୀ ପଦରୁ ଇସ୍ତଫା ଦେଇଛନ୍ତି। ଏଥିପାଇଁ ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କ ସହ କଥା ହୋଇଛନ୍ତି। ଏହା ମଧ୍ୟ କୁହାଯାଉଛି ଦୀପକ ବାବରିଆ ରାହୁଲ ଗାନ୍ଧୀଙ୍କୁ ହରିୟାଣାରେ ଅନ୍ୟ ଜଣଙ୍କୁ ରାଜ୍ୟ ପ୍ରଭାରୀ କରିବାକୁ କହିଛନ୍ତି।

ଏକ ସାକ୍ଷାତକାରରେ ଦୀପକ ବାବରିଆ କହିଛନ୍ତି ଯେ, ହରିୟାଣା ବିଧାନସଭା ନିର୍ବାଚନ ସମୟରେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା। ତାଙ୍କୁ ପୂର୍ବରୁ ମଧ୍ୟ ବ୍ରେନ୍‌ ଷ୍ଟ୍ରୋକ ଆସିଥିଲା ଏବଂ ବର୍ତ୍ତମାନ ସେ ପୁଣି କିଛି ସ୍ନାୟୁ ସମ୍ବନ୍ଧୀୟ ସମସ୍ୟା ଦେଖାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ କରାଯାଉଥିବା ବଢିଯିବା ପରେ ତାଙ୍କୁ ଦିଲ୍ଲୀର AIIMS ରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ: ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ

ନୂଆଦିଲ୍ଲୀ,୧୬ା୧୦: ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଭିଆଇପିଙ୍କ ସୁରକ୍ଷାରୁ ହଟିବେ NSG କମାଣ୍ଡୋ

ନୂଆଦିଲ୍ଲୀ,୧୬।୧୦: ଦେଶର ଭିଆଇପି ବ୍ୟକ୍ତିତ୍ୱଙ୍କ ସୁରକ୍ଷା ପାଇଁ ନିୟୋଜିତ NSG କମାଣ୍ଡୋଙ୍କ ସମ୍ପର୍କରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ...

୪୮ ଘଣ୍ଟାରେ ୧୨ ବିମାନକୁ ଆସିଲାଣି ବୋମା ଧମକ, କଲ୍‌ କରି…

ନୂଆଦିଲ୍ଲୀ,୧୬ା୧୦: ବିମାନରେ ବୋମା ଥିବା ନେଇ ମିଛ ଧମକ କଲ୍‌ ବାରମ୍ବାର ଆସୁଛି। ଆଜି ପୁଣି ୨ଟି ବିମାନକୁ ବୋମା ଥିବା କଲ୍‌ ପରେ ଛନକା...

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ...

ଦିଲ୍ଲୀ ଭଳି ଜମ୍ମୁ କଶ୍ମୀରରେ ଉପୁଜିବ କି ମତଭେଦ? ସରକାରଙ୍କ ସହ ତାଳମେଳକୁ ନେଇ ଏମିତି କହିଲେ ଏଲ୍‌ଜି ମନୋଜ ସିହ୍ନା

ଶ୍ରୀନଗର,୧୬।୧୦: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପରେ ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏମିତିରେ ରାଜ୍ୟରେ କ’ଣ ଦିଲ୍ଲୀ ଭଳି...

କିଏ ସେ ସୁରିନ୍ଦର ଚୌଧୁରୀ? ଯାହାକୁ ଉପମୁଖ୍ୟମନ୍ତ୍ରୀ କଲା ଉମର ସରକାର.. ଭାଜପାର ତୁଙ୍ଗ ନେତାଙ୍କୁ କରିଥିଲେ ପରାଜିତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀରରେ ନୂଆ ସରକାର ଗଠନ ହୋଇଛି। ବୁଧବାର ନ୍ୟାଶନାଲ କନ୍‌ଫରେନ୍ସର ନେତା ଉମର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ନୌସେରାରୁ ବିଧାୟକ...

ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ କେନ୍ଦ୍ର ସରକାର, ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୬।୧୦: ଆଜି କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଦେଶର ପ୍ରାୟ ଏକ କୋଟି ସରକାରୀ କର୍ମଚାରୀଙ୍କ ଡିଏ ବୃଦ୍ଧି କରାଯାଇଛି...

ହୋଇଗଲା ନିଷ୍ପତ୍ତି: ନାୟବ ସିଂ ସାଇନି ହେବେ ହରିୟାଣାର ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୬।୧୦: ଭାଜପା ହରିୟାଣାରେ ବିଧାୟକ ଦଳର ନେତା ଚୟନ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ନାୟବ ସିଂ ସାଇନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri