୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ ଜିଲାର ୩ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ପୂର୍ବକ ବିଶାଳ ଜନସମାବେଶରେ ମନ୍ତ୍ରୀ ସିଂ ଉଦ୍‌ବୋଧନ ଦେବେ। ସେ ବୁଧବାର ନୂଆଦିଲ୍ଲୀଠାରୁ ରାୟପୁର ଦେଇ କଳାହାଣ୍ଡି ଜିଲାର ଭବାନୀପାଟଣାଠାରେ ଜନସମାବେଶରେ ଯୋଗଦେବା ପରେ ଅପରାହ୍ନ ୩ଟା ୪୦ରେ ରାୟଗଡ଼ା ବାଇପାସ୍‌ ରାସ୍ତାସ୍ଥିତ ବାରିଝୋଲା ପଡ଼ିଆଠାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ କୋରାପୁଟ ଲୋକ ସଭା ପ୍ରାର୍ଥୀ କାଳିରାମ ମାଝି ଏବଂ ବିଷମକଟକ, ରାୟଗଡ଼ା ଓ ଗୁଣପୁର ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବୋଲି ରାୟଗଡ଼ା ଜିଲା ଭାଜପା ସଭାପତି ଶିବ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖାର ସଭାଗୃହ ଠାରେ ଅନୁଷ୍ଠିତ...

ମହିଳା ଓ ଶିଶୁ ବିକାଶ ବିଭାଗ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ

କଟକ,୨୨ା୧୧ (କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ମହିଳା କମିଶନ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ବରଖାସ୍ତ କରିବା ନେଇ ହାଇକୋର୍ଟରେ ରୁଜୁ ମାମଲାର...

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି।...

ଭଉଣୀ ଘରୁ ଫେରିବା ବେଳେ ଦୁର୍ଘଟଣା: ଚାଲିଗଲା ଭାଇଙ୍କ ଜୀବନ

ନବରଙ୍ଗପୁର ୨୧।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଥାନା ଅଧୀନ ର୍ଟିଲି ଆମ୍ବଗୁଡା ଛକ ନିକଟରେ ଗୁରୁବାର ସକାଳେ ଓ ସନ୍ଧ୍ୟାରେ ୨ଟି ଦୁର୍ଘଟଣା ଘଟିଛି। ସନ୍ଧ୍ୟାରେ ଘଟିଥିବା...

ବରଗଡର ପାଇଁ ସୁନାମ ଆଣିଲେ ପ୍ରବୀଣ, ସୌର୍ଯ୍ୟରଞ୍ଜନ: ଓଡ଼ିଶା ଟି-୨୦ ଦଳରେ ପାଇଲେ ସ୍ଥାନ

ବରଗଡ,୨୧।୧୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାର ପ୍ରତିଭାବାନ ଖେଳାଳି ତଥା ଜିଲା ବରିଷ୍ଠ କ୍ରିକେଟ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ...

ବିଷ ପିଇ ଦେଲେ ଦୁଇ ଭଉଣୀ: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ ୨୧ା୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଧୀନ ମହାଲିକପଡ଼ା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ବିଷ ପିଇ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri