Posted inଜାତୀୟ

ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଏଏପି ବିଧାୟକଙ୍କୁ ଭାଜପା ଘୋଡା ବେପାର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଥିବା ବେଳେ କେଜ୍‌ରିଓ୍ବାଲଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି।

ଭାଜପା ଆମ ବିରୋଧରେ ଷଡଯନ୍ତ୍ର ରଚୁଛି, ହେଲେ ମୁଁ ଦୃଢ଼ ଅଛି। ନଇଁବି ନାହିଁ। ସେମାନେ ମୋତେ ଭାଜପାରେ ସାମିଲ ହେବାକୁ କହୁଛନ୍ତି, ହେଲେ କେବେ ବି ସେଠାକୁ ଯିବି ନାହିଁ ବୋଲି ଏକ ସ୍କୁଲର ଶିଳାନ୍ୟାସ କରିବା ଅବସରରେ କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ...

ଦୀପାବଳି ପୂର୍ବରୁ ମୋଦି ସରକାର ଦେଲେ ବଡ଼ ଉପହାର, ଘୋଷଣା କଲେ…

ନୂଆଦିଲ୍ଲୀ,୨୫।୧୦: ଦୀପାବଳି ପୂର୍ବରୁ ମୋଦି ସରକାର ଉଦ୍ୟୋଗୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଡବଲ ଋଣ ପାଇବେ।...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡ ଆଗୁଆ

ପୁଣେ,୨୫।୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri