Posted inଜାତୀୟ

ସୁପ୍ରିମକୋର୍ଟଙ୍କ ରାୟ ପରେ ସର୍ଭିସ ସେକ୍ରେଟାରୀଙ୍କୁ ହଟାଇଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାରକୁ ନେଇ ବିବାଦ ଉପରେ ସୁପ୍ରିମକୋର୍ଟ ଗୁରୁବାର ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଏହି ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାର ସେବା ବିଭାଗର ସଚିବ ଆଶିଷ ମୋରେଙ୍କୁ ପଦରୁ ହଟାଇ ଦେଇଥିବା ସୂଚନା ମିଳିଛି। ତେବେ ତାଙ୍କୁ ଅନ୍ୟ କେଉଁ ବିଭାଗକୁ ବଦଳି କରାଯାଇଛି ନା ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇଛି, ତାହା ଜଣାପଡିନାହିଁ।

ଗୁରୁବାର ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇ କହିଛନ୍ତି ଦିଲ୍ଲୀ ସରକାରଙ୍କୁ ଅଧିକାରୀଙ୍କ ପୋଷ୍ଟ ଏବଂ ସ୍ଥାନାନ୍ତର କରିବାର ଅଧିକାର ରହିବ।  ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିକୁ ଏଏପି ସରକାର ପାଇଁ ଏକ ବଡ଼ ବିଜୟ ବୋଲି ବିବେଚନା କରାଯାଉଛି। ତେବେ ଦିଲ୍ଲୀର ଲୋକଙ୍କୁ ନ୍ୟାୟ ଦେଇଥିବାରୁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଥିଲେ କେଜ୍‌ରିଓ୍ବାଲ।

୨୦୧୫ରେ ଉପରାଜ୍ୟପାଳଙ୍କ ଅଧୀନରେ ସେବା ବିଭାଗ ରହିବ ବୋଲି କେନ୍ଦ୍ର ସରକାର ଗୋଟିଏ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେବେଠାରୁ ଏହାକୁ କ୍ଷମତାସୀନ ଆପ ସରକାର ବିରୋଧ କରି ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରରେ ତୁଷାରପାତ: ବିମାନ, ଟ୍ରେନ୍‌ ପରିବହନ ବାଧାପ୍ରାପ୍ତ

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ-କଶ୍ମୀରରେ ଚଳିତ ଋତୁର ସର୍ବାଧିକ ତୁଷାରପାତ ଯୋଗୁ ଦୈନନ୍ଦିନ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଶନିବାର ବିମାନ, ଟ୍ରେନ୍‌ ସମେତ ସଡ଼କ ପରିବହନ ବାଧାପ୍ରାପ୍ତ ହେବା...

ମନମୋହନ ସିଂଙ୍କ ୩ ଝିଅ କ’ଣ କରନ୍ତି? ରାଜନୀତିଠାରୁ ଯିଏ ନିଜକୁ ଦୂରେଇ ରଖି…

ନୂଆଦିଲ୍ଲୀ,୨୮।୧୨: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ୧୯୫୮ରେ ସେ ଗୁରଶରଣ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଅଛନ୍ତି।...

‘ଗାନ୍ଧିଜୀ ଯେଉଁଠି ଅଛନ୍ତି, ସେଇଠି ପହଞ୍ଚିଯିବ,’ଭୋଜପୁରୀ ଗାୟିକାଙ୍କୁ କାହିଁକି ମିଳୁଛି ଧମକ

ପାଟନା/ମୁମ୍ବାଇ,୨୮।୧୨: ବିହାରର ରାଜଧାନୀ ପାଟନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ବାପୁ ଅଡିଟୋରିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରସିଦ୍ଧ...

ମନମୋହନଙ୍କୁ ଭାଜପା ନୁହେଁ ବରଂ କଂଗ୍ରେସ ହିଁ ଅଧିକ ଅପମାନିତ କରିଛି: ସମ୍ବିତ ପାତ୍ର

ଭୁବନେଶ୍ୱର,୨୮।୧୨: ସ୍ବର୍ଗତ ପ୍ରଧାନମନ୍ତ୍ରୀ ଡା.ମନମୋହନ ସିଂଙ୍କ ନାଁରେ ସ୍ମାରକୀ ଦାବି ପ୍ରସଙ୍ଗରେ କଂଗ୍ରେସକୁ ସମାଲୋଚନା କରିଛନ୍ତି ଭାଜପା ମୁଖପାତ୍ର ସମ୍ବିତ ପାତ୍ର। ସ୍ମାରକୀ ପ୍ରତିଷ୍ଠା ଲାଗି...

ମନମୋହନ ସିଂଙ୍କ ଅନ୍ତିମ ଯାତ୍ରାରେ ଏମିତି କ’ଣ କଲେ ରାହୁଲ, ଯାହା ଏବେ ହେଉଛି ଭାଇରାଲ?

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଶେଷ ବିଦାୟ ଶନିବାର (ଡିସେମ୍ବର ୨୮, ୨୦୨୪) କରାଯାଇଥିଲା। ଶେଷ ବିଦାୟ ସମୟରେ ରାହୁଲ ଗାନ୍ଧୀଙ୍କ ଅନେକ...

ଚାଇନାକୁ ଦମ ଦେଖାଇଲା ଭାରତ! ୧୪୦୦୦ଫୁଟ ଉପରେ ଲଗାଇଲା ଶିବାଜୀଙ୍କ ବିଶାଳ ପ୍ରତିମା

ନୂଆଦିଲ୍ଲୀ,୨୮।୧୨: ଭାରତ ପୁଣି ଥରେ ଚାଇନାକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ସେନା ଲଦାଖରେ ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛି।...

‘ମୋଦି ସରକାର କରିଛନ୍ତି ଅପମାନ’, ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଗିଲେ ରାହୁଲ

ନୂଆଦିଲ୍ଲୀ,୨୮।୧୨: ଅର୍ଥନୈତିକ ସଂସ୍କାରର ଜନକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶନିବାର (୨୮ ଡିସେମ୍ବର ୨୦୨୪)ରେ ନିଗମ ବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନରେ ଶେଷ...

ବରଫ ଭିତରେ ଦ୍ରୁତଗତିରେ ଟ୍ରାକ୍‌ରେ ଗଡୁଛି ଟ୍ରେନ୍‌, ଫଟୋ ଶେୟାର କରି ରେଳମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୨୮ା୧୨: ଜମ୍ମୁ -କଶ୍ମୀରର ବଣିହାଲ-ବାରମୂଳା ଟ୍ରାକ୍‌ରେ ଟ୍ରେନ୍‌ ପ୍ରବଳ ବରଫ ଭିତରେ କ୍ଷୀପ୍ର ବେଗରେ ଗତି କରୁଛି। ଏହାର ଏକ ଫଟୋ ଶେୟାର କରିଛନ୍ତି କେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri