Posted inଜାତୀୟ

ରାଜଧାନୀରେ ଜିମ ମାଲିକଙ୍କୁ ଅଫିସରେ ପଶି ହତ୍ୟା

ନୂଆଦିଲ୍ଲୀ,୩୧ ।୧୨: ରାଜଧାନୀ ଦିଲ୍ଲୀରେ ଜଣେ ଜିମ ମାଲିକଙ୍କୁ ହତ୍ୟା କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଇଷ୍ଟ ଦିଲ୍ଲୀରେ ଥିବା ଏନର୍ଜିି ଜିମର ମାଲିକ ମହେନ୍ଦ୍ର ଅଗ୍ରୱାଲଙ୍କୁ ତାଙ୍କ ଅଫିସରେ ପଶି ୩ ଜଣ ଦୁର୍ବୁତ୍ତ ଶୁକ୍ରବାର ଗୁଳିକରି ହତ୍ୟା କରିଛନ୍ତି । ମହେନ୍ଦ୍ରଙ୍କ ଶରୀରରେ ୩ଟି ଗୁଳି ବାଜିଥିବା ବେଳେ ତାଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜିଥିବା ପୋଲିସ କହିଛି ।
ସୂଚନାଯୋଗ୍ୟ, ଶୁକ୍ରବାର ମହେନ୍ଦ୍ର ଅଗ୍ରୱାଲ ତାଙ୍କ ଅଫିସରେ କାମ କରୁଥିଲେ । ଏହି ସମୟରେ ୩ ଜଣ ଦୁର୍ବୁତ୍ତ ୩୦ ଡିସେମ୍ବର ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ତାଙ୍କୁ ଗୁଳି କରିଥିଲେ । ମହେନ୍ଦ୍ରଙ୍କର ବିଭିନ୍ନ ସ୍ଥାନରେ ଜିମ ଥିବା ବେଳେ ସେ ଜିମ ସହ ଜଡିତ ଉପକରଣର ବ୍ୟବସାୟ ବି କରୁଥିଲେ । ଏନର୍ଜି ଜିମ ପ୍ରିତ ବିହାରର ବିକାଶ ମାର୍ଗରେ ଅବସ୍ଥିତ । ଏବେ ପୋଲିସ ଏହି ଘଟଣାର ଯାଞ୍ଚ ଆରମ୍ଭ କରିଥିବା ବେଳେ କ୍ରାଇମ ବ୍ରାଞ୍ଚର ଏକ ଟିମ ମଧ୍ୟ ଘଟଣାର ଯାଞ୍ଚ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ...

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା...

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ...

ଏଣିକି ବିନା ନେଟ୍‌ଓ୍ବାର୍କରେ ହେବ କଲ୍‌: ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ

ନୂଆଦିଲ୍ଲୀ,୧୫।୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିଛି, ଯାହା ଦେଶର ବହୁ ଦୂରବର୍ତ୍ତୀ ଅଞ୍ଚଳରେ ମଧ୍ୟ ସଂଯୋଗ...

ରାଶନ କାର୍ଡରୁ କଟିଲେ ଏମାନେ, ନାଁ ଅଛି କି ନାହିଁ ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ, ୧୫।୧୧: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି କୋଟି ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ପାଆନ୍ତି।...

ଏଥର ଭୟରେ କମ୍ପିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୧୫।୧୧: ଭାରତ ଗୁରୁବାର ପୁଣି ଥରେ ସଫଳତାର ସହ ବିମାନ ପିନାକ ଅସ୍ତ୍ର ପ୍ରଣାଳୀକୁ ପରୀକ୍ଷଣ କରି ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ...

ମଣିପୁରରେ ବଢୁଥିବା ହିଂସା ମଧ୍ୟରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ପୁଣି ଲାଗୁ ହେଲା…

ନୂଆଦିଲ୍ଲୀ,୧୪ା୧୧: ମଣିପୁରର ହିଂସାପ୍ରଭାବିତ ଜିରିବାମ୍‌ ସମେତ ୬ ଥାନା ଅଞ୍ଚଳରେ କେନ୍ଦ୍ର ସରକାର ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପୁଣିଥରେ ଲାଗୁ କରିଛନ୍ତି।...

ବ୍ରେଷ୍ଟ ମିଲ୍କ ବିଜନେସ୍‌ର ଲାଇସେନ୍ସ ହେବ ରଦ୍ଦ, କେନ୍ଦ୍ର ସରକାରଙ୍କ ସୂଚନା…

ବେଙ୍ଗାଲୁରୁ,୧୪।୧୧: ବ୍ରେଷ୍ଟ ମିଲ୍କ ସଂଗ୍ରହ ତଥା ବ୍ୟବସାୟକୁ ଅନୁମତି ଦେଇଥିବା ଲାଇସେନ୍ସ ବାତିଲ କରିବାକୁ ରାଜ୍ୟ ସରକାର କର୍ନାଟକ ହାଇକୋର୍ଟଙ୍କୁ ସୂଚନା ଦେଇଛନ୍ତି। କର୍ନାଟକ ହାଇକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri