Posted inଜାତୀୟ

ଜାମିଆ ହିଂସା ମାମଲାରେ ଶର୍ଜିଲଙ୍କ ସମେତ ୯ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଝଟ୍‌କା

ନୂଆଦିଲ୍ଲୀ,୨୮।୩: ୨୦୧୯ ଜାମିଆ ହିଂସା ମାମଲାରେ ଶର୍ଜିଲ ଇମାମ, ସଫୁରା ଜାରଗାର ଏବଂ ଆସିଫ ଇକବାଲ ତନ୍‌ହାଙ୍କ ସମେତ ୯ଜଣ ଅଭିଯୁକ୍ତଙ୍କ ଏକ ବଡ଼ ଝଟ୍‌କା ଲାଗିଛି। ଆଉ ୨ଜଣଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଏହାପୂର୍ବରୁ ସାକେତ କୋର୍ଟ ସମସ୍ତ ୧୧ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। ବର୍ତ୍ତମାନ ଦିଲ୍ଲୀ ପୋଲିସର ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ୯ଜଣଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇପିସି ୧୪୩, ୧୪୭, ୧୪୯, ୧୮୬, ୩୫୩, ୪୨୭ ଅନୁଯାୟୀ ଦିଲ୍ଲୀ ହାଇକୋର୍ଟ ଶର୍ଜିଲ ଇମାମ, ଆସିଫ ଇକବାଲ ଏବଂ ସଫୁରା ଜାରଗାରଙ୍କ ସମେତ ୯ଜଣଙ୍କ ବିରୋଧରେ ଅଭିଯୋଗ ଦାଖଲ କରାଯାଇଛି। ଅନ୍ୟ ୨ଜଣ ମହମ୍ମଦ ଅବୁଜର ଏବଂ ମହମ୍ମଦ ଶୋଏବଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏହା ସ୍ପଷ୍ଟ ଯେ, ଶର୍ଜିଲଙ୍କ ସମେତ ଅନ୍ୟ ଲୋକମାନେ ଭିଡ଼ରେ ଉପସ୍ଥିତ ଥିଲେ। ସେମାନେ କେବଳ ଦିଲ୍ଲୀ ପୋଲିସ ବିରୋଧରେ ସ୍ଲୋଗାନ ଦେଇନାହାନ୍ତି ବରଂ ବ୍ୟାରିକେଡକୁ ହଟାଇବାକୁ ମଧ୍ୟ ଚେଷ୍ଟା କରୁଥିଲେ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବରେଲି,୨୭।୧୧: ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା...

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri