Posted inଜାତୀୟ

ଏଏପି ବିଧାୟକଙ୍କ ବିରୋଧରେ ମାନହାନି କେସ୍‌ କରିବେ ଦିଲ୍ଲୀ ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧।୮: ଦିଲ୍ଲୀର ଅରବିନ୍ଦ କେଜ୍‌ରିୱାଲ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ଏକ ନୂଆ ମୋଡ଼ ନେଇଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଥିବା ଆମ୍‌ ଆଦମୀ ପାର୍ଟି(ଏଏପି) ନେତା ସୌରଭ ଭରଦ୍ୱାଜ, ଆତିଶି, ଦୁର୍ଗେଶ ପାଠକ ଏବଂ ଜସ୍ମିନ ଶାହାଙ୍କ ବିରୋଧରେ ମାନହାନୀ କେସ୍‌ କରିବାକୁ ଉପରାଜ୍ୟପାଳ ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୬ ବିମୁଦ୍ରୀକରଣ ବେଳେ ବିନୟ କୁମାର ସକ୍ସେନା ସରକାରୀ ଖଦି ବୋର୍ଡର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ଏହି ସମୟରେ ସେ ନିଜର ଦୁଇ ଜଣ କର୍ମଚାରୀଙ୍କୁ ୧୪ଶହ କୋଟି ଟଙ୍କାର ପୁରୁଣା ନୋଟ ବଦଳାଇବାକୁ ଚାପ ପକାଇଥିଲେ ବୋଲି ଏଏପି ଅଭିଯୋଗ କରିଛି। ଏଥିସହ ତାଙ୍କ ଇସ୍ତଫା ଦାବି କରି ଏହି ଦୁର୍ନୀତିର ସିବିଆଇ ଏବଂ ଇଡି ଅନୁସନ୍ଧାନ କରାଯାଉ ବୋଲି ଏଏପି କହିଛି। ତେବେ ସମସ୍ତ ଅଭିଯୋଗକୁ ସକ୍ସେନା ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ପାକିସ୍ତାନ: ଲୋକେ ଭୟଭୀତ

ଇସଲାମାବାଦ୍‌,୨।୪: ଭାରତର ପଡ଼ୋଶୀ ଦେଶ ପାକିସ୍ତାନରେ ମଙ୍ଗଳବାର ସକାଳୁ ଭୂମିକମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା...

କିଛି ଗୋପନୀୟ ରହିବ ନାହିଁ

ଆଦିମ ଅବସ୍ଥାରେ ଆମେ ଲଙ୍ଗଳା ଥିଲୁ, ମଣିଷମାନେ ଅନ୍ୟ ପ୍ରାଣୀ ଭଳି ଜୀବନଯାପନ କରୁଥିଲେ, ଲଜ୍ଜା ଧାରଣା ନ ଥିଲା। ଏବେ ଏକବିଂଶ ଶତାବ୍ଦୀର ତୃତୀୟ...

ଭୂତଳ ଜଳ ଚିନ୍ତା

କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଗ୍ରାଉଣ୍ଡ ଓ୍ବାଟର କ୍ୱାଲିଟି ଇନ୍‌ ଶାଲୋ ଆକ୍ୱିଫାୟର୍ସ ଅଫ୍‌ ଇଣ୍ଡିଆ ସର୍ଭେ ରିପୋର୍ଟ ୨୦୨୩ରେ ପ୍ରକାଶ ପାଇଛି ଯେ,...

କୃଷକ କଲ୍ୟାଣ ଟ୍ରଷ୍ଟ ତରଫରୁ ୨ ଲକ୍ଷ ଟଙ୍କା ଜୀବନ ବୀମା ରାଶି ପ୍ରଦାନ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର): କୃଷକ କଲ୍ୟାଣ ଟ୍ରଷ୍ଟ ଦେବଗଡ଼ ତରଫରୁ ପୂର୍ବନିର୍ଦ୍ଧାରିତ ଅନୁଯାୟୀ ଜିଲାର ସମସ୍ତ ପଞ୍ଜୀକୃତ ଚାଷୀ ମୋଟ ୧୮,୭୭୬ ଜଣଙ୍କ ପାଇଁ ଟ୍ରଷ୍ଟର...

ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ୫ଜଣ ନିର୍ବାଚିତ: ସଂଗଠନକୁ ଆହୁରି ଶକ୍ତିଶାଳୀ କରିବାକୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨।୪(ଅରୁଣ ସାହୁ)/(ପ୍ରଦୀପ ବେହେରା): ଭାଜପାର ରାଜ୍ୟ ପରିଷଦ ସଦସ୍ୟ ଭାବେ ଜିଲ୍ଲାରୁ ୫ଜଣ ନିର୍ବାଚିତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜିଉଦୟଗିରି ନିର୍ବାଚନମଣ୍ଡଳୀରୁ ଦୁଇଜଣ ପରିଷଦ ସଦସ୍ୟ...

ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ...

ଶେୟାର ବଜାର କାରବାରରେ ହ୍ରାସ: ନିବେଶକ ହରାଇଲେ ୩ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୧।୪ଚଳିତ ଆର୍ଥକ ବର୍ଷର ପ୍ରଥମ କାର୍ଯ୍ୟଦିବସରେ ଶେୟାର ବଜାରର ନିବେଶକ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଆଶା ଆଶଙ୍କା ମଧ୍ୟରେ...

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ: ଜଣେ ଆହତ

ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ଥାନା ବିଦେଇବଡକୁଦର ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ ଏକ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image