Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ମେୟର ନିର୍ବାଚନ ପୂର୍ବରୁ ୨କାଉନସିଲର ଏଏପିରେ ସାମିଲ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀରେ ନଗର ନିଗମ ନିର୍ବାଚନର ଫଳାଫଳ ଆସିବାର ତୃତୀୟ ଦିନରେ ହିଁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ମେୟର ନିର୍ବାଚନ ପୂର୍ବରୁ ଶୁକ୍ରବାର କଂଗ୍ରେସର ୨ଜଣ କାଉନସିଲର ଦଳ ଛାଡ଼ି ଆମ ଆଦମୀ ପାର୍ଟି(ଏଏପି) ରେ ସାମିଲ ହୋଇଛନ୍ତି। ମୁସ୍ତଫାବାଦରୁ କାଉନସିଲର ସବିଲା ବେଗମ ଏବଂ ବ୍ରିଜପୁରୀର କାଉନସିଲର ନାଜିଆ ଖାତୁନ ଏଏପିରେ ଯୋଗଦେଇଛନ୍ତି। ଏଏପିର ମ୍ୟୁନିସିପାଲିଟି କର୍ପୋରେସନ ପ୍ରଭାରୀ ଦୁର୍ଗେଶ ପାଠକ ଉଭୟ କଂଗ୍ରେସର ୨ଜଣ କାଉନସିଲର ଓ ଜଣେ କଂଗ୍ରେସ ନେତାଙ୍କୁ ଦଳରେ ସାମିଲ କରାଇଛନ୍ତି। ଏନେଇ ଦୁର୍ଗେଶ ପାଠକ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ମେୟର ନିର୍ବାଚନ ପାଇଁ ଏଏପି ଅଧିକ ଶକ୍ତିଶାଳୀ ହୋଇଛି। ସୂଚନାଯୋଗ୍ୟ, ଦିଲ୍ଲୀ ମ୍ୟୁନସିପାଲିଟି କର୍ପୋରେସନ(ଏମ୍‌ସିଡି) ନିର୍ବାଚନରେ ଏଏପି ବହୁମତରେ ବିଜୟ ହାସଲ କରିଛି। ୨୫୦ଆସନରୁ ଏଏପିକୁ ୧୩୪, ଭାଜପାକୁ ୧୦୪ ଓ କଂଗ୍ରେସ ୯ଟି ଆସନ ହାତେଇବାରେ ସକ୍ଷମ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୫।୧୧: ୧୮ତମ ଲୋକସଭାର ଶୀତ ଅଧିବେଶନ ୨୫ ନଭେମ୍ବରରୁ ଆରମ୍ଭ ହୋଇ ୨୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ସମ୍ବିଧାନ ଦିବସ ଅବସରରେ ୨୬ ନଭେମ୍ବରରେ ମିଳିତ...

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ...

ଲରେନ୍ସ ବିଷ୍ଣୋଇଙ୍କ ଫଟୋ ଥାଇ ଟି-ସାର୍ଟ ବିକି ଫସିଲା ମିଶୋ

ନୂଆଦିଲ୍ଲୀ,୫।୧୧: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ବର୍ତ୍ତମାନ ଖବରରେ ଅଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ରାଜନୀତିରୁ ସନ୍ୟାସ ନେବେ ଶରଦ ପାଓ୍ବାର! ବଡ଼ ସୂଚନା ଦେଇ କହିଲେ…

ମୁମ୍ବାଇ,୫।୧୧: ବିଧାନସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରର ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏହି ସମୟରେ ଏନସିପି ନେତା ଶରଦ ପାୱାର ରାଜନୀତିରୁ ଅବସରକୁ ନେଇ ଏକ...

୧୬ ହଜାର ମଦ୍ରାସା ଚାଲୁ ରହିବ, ବଡ଼ ରାୟ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୧୧: ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି ଯେଉଁଥିରେ ଏହା (ହାଇକୋର୍ଟ) ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଅଧିନିୟମକୁ ଖାରଜ କରିଥିଲେ ଏବଂ ଅନ୍ୟ...

‘କୌଣସି ଧର୍ମର ବିରୋଧରେ ନୁହେଁ’, ପୂର୍ବତନ କେନ୍ଦ୍ରମନ୍ତ୍ରୀ କହିଲେ କାହିଁକି ଓ୍ବାକଫ ସଂଶୋଧନ ବିଧେୟକ ଆଣୁଛନ୍ତି ସରକାର

ନୂଆଦିଲ୍ଲୀ,୫।୧୧: ୱାକଫ ସଂଶୋଧନ ବିଲ ୨୦୨୪ ଉପରେ ଲଢେଇ ଦେଶରେ ତୀବ୍ର ହୋଇଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ଭାଜପା) ଏହି ବିଲ୍‌କୁ ଆଇନର...

ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ଉପରେ ସରକାର ଅଧିକାର ଜାହିର କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୧୧: ଏକ ଘରୋଇ ସମ୍ପତ୍ତି ବିବାଦରେ ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏହି ମାମଲାରେ ରାୟ ପ୍ରଦାନ କରୁଥିବାବେଳେ ପ୍ରଧାନ ବିଚାରପତି ଡିୱାୟୀ ଚାନ୍ଦ୍ରଚୂଡ଼...

ମୁକୁଳିଲେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା ମହିଳା, ପୋଲିସ କହିଲା ଠିକ ନାହିଁ ମାନସିକ ସ୍ଥିତି

ଲକ୍ଷ୍ନୌ,୫।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇ ବାର୍ତ୍ତା ପଠାଇଥିବା ମହିଳାଙ୍କୁ ମୁମ୍ବାଇ ପୋଲିସ ଗିରଫ କରି ପଚରାଉଚରା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri