ସ୍କୁଲ, ସିନେମା ହଲ୍‌ ବନ୍ଦ

ନୂଆଦିଲ୍ଲୀ, ୨୮ା୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ୟେଲୋ ଆଲର୍ଟ ଜାରି କରିଛନ୍ତି। ଏହି ଆଲର୍ଟ ଅନୁସାରେ ଦିଲ୍ଲୀରେ ସମସ୍ତ ସ୍କୁଲ, କଲେଜ, ସିନମୋ ହଲ୍‌, ଜିମ୍‌ ସେଣ୍ଟର ଆଦି ବନ୍ଦ ରହିବ।

ସେହିପରି ଅତ୍ୟାବଶ୍ୟକ ଦୋକାନଗୁଡ଼ିକୁ ଛାଡ଼ି ଅନ୍ୟ ଦୋକାନବଜାର ଯୁଗ୍ମ-ଅଯୁଗ୍ମ ଆଧାରରେ ସକାଳ ୧୦ଟାରୁ ସନ୍ଧ୍ୟା ୮ଟା ଯାଏ ଖୋଲିବ। ମେଟ୍ରୋ ଟ୍ରେନ୍‌, ବସ୍‌ଗୁଡ଼ିକରେ ୫୦ ପ୍ରତିଶତ ଯାତ୍ରୀ ଯିବାଆସିବା କରିପାରିବେ। ରାତି ୧୦ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ରହିବ। ଜରୁରିକାଳୀନ ଅଫିସ୍‌ଗୁଡ଼ିକୁ ଛାଡ଼ି ଅନ୍ୟ ସମସ୍ତ ଘରୋଇ କାର୍ଯ୍ୟାଳୟଗୁଡ଼ିକରେ ୫୦ ପ୍ରତିଶତ କର୍ମଚାରୀ କାମ କରିବେ। ବିବାହ, ଶୁଦ୍ଧିକ୍ରିୟା ଭଳି କାର୍ଯ୍ୟକ୍ରମରେ ୨୦ ଜଣରୁ ଅଧିକ ଲୋକେ ଏକାଠି ହୋଇପାରିବେ ନାହିଁ। ସେହିପରି ରେଷ୍ଟୁରାଣ୍ଟ, ବାର ମଧ୍ୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ବୋଲି କୁହାଯାଇଛି। ଗତ ୬ ମାସ ମଧ୍ୟରେ ସୋମବାର ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୩୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ କେବଳ ଓମିକ୍ରନ୍‌ ସଂକ୍ରମଣ ୧୬୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ରାସ୍ତା ମଝିରେ ରିଲ୍ କରି ଟ୍ରାଫିକ୍ ରେ ବାଧା ସୃଷ୍ଟି କଲେ ସ୍ତ୍ରୀ, କନଷ୍ଟେବଳ ନିଲମ୍ବିତ

ଚଣ୍ଡିଗଡ଼, ୧ା୪: ରାସ୍ତା ମଝିରେ ରିଲ୍ କଲେ ସ୍ତ୍ରୀ, ସ୍ୱାମୀଙ୍କ ଉପରେ ହେଲା କାର୍ଯ୍ୟାନୁଷ୍ଠାନ। ଚଣ୍ଡିଗଡ ସହରସ୍ଥିତ ଏକ ଛକରେ ଥିବା ଜେବ୍ରା କ୍ରସିଂରେ ସ୍ତ୍ରୀ’...

ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା: ଛାତ୍ରୀଛାତ୍ର ଖାଇଲେ ମାଣ୍ଡିଆ, ରାଶି ଲଡୁ

କର୍ଲାମୁଣ୍ଡା:୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ମାଣ୍ଡିଆ ଲଡୁ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଭାରତକୁ ନୂଆ ଝଟକା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ, କୃଷି ଉତ୍ପାଦନ ଉପରେ ୧୦୦ ପ୍ରତିଶତ ଶୁଳ୍କ ଧମକ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଏକ ଶୁଳ୍କ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଟ୍ରମ୍ପ ଚାଇନା, କାନାଡା...

ଭୂକମ୍ପରେ ଥରିଲା ପାକିସ୍ତାନ, କରାଚି ପରେ ଦୋହଲିଲା ବେଲୁଚିସ୍ତାନ

କରାଚି,୧।୪: ମଙ୍ଗଳବାର (ଏପ୍ରିଲ ୧) ପାକିସ୍ତାନର ବେଲୁଚିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଇଦ ଦିନ କରାଚୀରେ ହୋଇଥିବା ଭୂମିକମ୍ପର କିଛି ଘଣ୍ଟା ପରେ ଏହି...

ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ...

ଉତ୍କଳ ଦିବସ: ମହାପୁରୁଷଙ୍କୁ ମାଲ୍ୟାର୍ପଣ କରି ସ୍ମୃତିଚାରଣ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ) ଗଞ୍ଜାମ ବରିଷ୍ଠ ନାଗରିକଙ୍କ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ପୌର ପରିଷଦ କର୍ମକର୍ତ୍ତା ଗଞ୍ଜାମ...

ଟ୍ରଲର ଦୁର୍ଘଟଣା: ୨୦ ଘଣ୍ଟା ରାସ୍ତା ଜାମ

ଅନୁଗୋଳ,୧।୪(ମାନସ ବିଶ୍ୱାଳ): ଅନୁଗୋଳ ସହର ହନୁମାନ ବଜାରରେ ଏକ ଟ୍ରଲର ଦୁର୍ଘଟଣା ଘଟି ୨୦ ଘଣ୍ଟା ରାସ୍ତା ଜାମ ହୋଇଛି। ଫଳରେ ଲୋକଙ୍କ ଯାତାୟତରେ ନାହିଁ...

ବଳାତ୍କାର ମାମଲାରେ ପାଦ୍ରୀ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡ, ମୋହାଲି କୋର୍ଟ ଶୁଣାଇଲେ ରାୟ

ମୋହାଲି,୧।୪: ମଙ୍ଗଳବାର ପଞ୍ଜାବର ମୋହାଲି କୋର୍ଟ ପାଦ୍ରୀ ବଜିନ୍ଦର ସିଂହଙ୍କ ମାମଲାରେ ଦଣ୍ଡ ଘୋଷଣା କରିଛନ୍ତି। କୋର୍ଟ ବଜିନ୍ଦର ସିଂହଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image