Posted inଜାତୀୟ

ଏଏପି କାର୍ଯ୍ୟାଳୟରେ ପହଞ୍ଚିଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ପୋଲିସ ସୋମବାର ଆମ ଆଦମୀ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଛି। ଏହାକୁ ନେଇ କର୍ମକର୍ତ୍ତାମାନେ କାର୍ଯ୍ୟାଳୟ ବାହାରେ ହଙ୍ଗାମା କରିଛନ୍ତି। ଏହି ସମୟରେ ଏଏପିର କର୍ମକର୍ତ୍ତା ଆଦିଲ ଖାନ୍‌ ଦିଲ୍ଲୀ ପୋଲିସକୁ ବିରୋଧ କରି ପ୍ରଶ୍ନ କରିଥିଲେ। ସେ କହିଛନ୍ତି, ଦିଲ୍ଲୀ ପୋଲିସ କ’ଣ ରାଜ୍ୟରେ ଜରୁରୀକାଳୀନ ପରିସ୍ଥିତି ଲଗାଇଛି। ପୋଲିସ କିପରି ଏଏପି କାର୍ଯ୍ୟାଳୟକୁ ପ୍ରବେଶ କରିପାରିବ। ଭାଜପା କର୍ମକର୍ତ୍ତାଙ୍କ ଭଳି ପୋଲିସ କାର୍ଯ୍ୟ କରିବା ବନ୍ଦ କରୁ। ଏହା କି ପ୍ରକାରର ଦାଦାଗିରି ବୋଲି ଆଦିଲ କହିଛନ୍ତି। କାର୍ଯାଳୟ ବାହାରେ ସୌରଭ ଭରଦ୍ୱାଜ, ଆତିଶି, ଆଦିଲ ଖାନ୍‌ଙ୍କ ସମେତ ବହୁ ସଂଖ୍ୟକ ଏଏପି କର୍ମକର୍ତ୍ତା ଦିଲ୍ଲୀ ପୋଲିସ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ସେଠାରେ ଚାପା ଉତ୍ତେଜନା ଲାଗିରହିଛି। ସୂଚନାଯୋଗ୍ୟ, ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ମଦ ନୀତି ଦୁର୍ନୀତି ମାମଲାରେ ରବିବାର ପୋଲିସ ଗିରଫ କରିଛି। ଯାହାକୁ ନେଇ ଏଏପି ରାଜରାସ୍ତାକୁ ଓହ୍ଲାଇବା ସହ ହଙ୍ଗାମା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବରେଲି,୨୭।୧୧: ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା...

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri