Posted inଜାତୀୟ

୨୬ ଜାନୁୟାରୀ ପୂର୍ବରୁ ଦିଲ୍ଲୀରେ ଆକ୍ରମଣ ଯୋଜନା ପଣ୍ଡ, ଆଇଏସ ପାଇଁ କାମ କରୁଥିବା ୨ ଆତଙ୍କବାଦୀ ସଙ୍ଗଠନ ସମ୍ପର୍କରେ ମିଳିଲା ସୂଚନା

ନୂଆଦିଲ୍ଲୀ,୧୫ ।୧: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ୨୬ ଜାନୁୟାରୀ ପୂର୍ବରୁ କରାଯାଇଥିବା ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରିଛି । ଜାହାଙ୍ଗିରପୁରିରୁ ଗିରଫ ହୋଇଥିବା ସନ୍ଦିଗ୍ଧଙ୍କୁ ପଚରାଉଚରା ପରେ ଦିଲ୍ଲୀ ପୋଲିସ ହରକତ ଉଲ ଅଂସାର ଓ ଖଲିସ୍ତାନ ଟାଇଗର ଫୋର୍ସର ନୂଆ ସଙ୍ଗଠନର ସୂଚନା ପାଇଛି । ଏହି ସଙ୍ଗଠନ ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଆଇଏସ ପାଇଁ କାମ କରୁଥିଲା, ଯାହାର ଉଦ୍ଦ୍ୟେଶ୍ୟ ଭାରତରେ ଆକ୍ରମଣ କରିବା । ଜାହାଙ୍ଗିରପୁରିରୁ ଗିରଫ ହୋଇଥିବା ସନ୍ଦିଗ୍ଧଙ୍କୁ ପଚରା ଉଚରାପରେ ହ୍ୟାଣ୍ଡ ଗ୍ରେନେଡ ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶଙ୍କ ରାଜନୈତିକ ଭବିଷ୍ୟତକୁ ନେଇ ମିଳିଲା ବଡ଼ ସଙ୍କେତ, ମୁଖ୍ୟମନ୍ତ୍ରୀଙ୍କ ଡାହାଣ ହାତ କରିଦେଲେ ବଡ଼ ଖୁଲାସା

ପାଟନା,୨୫।୧୧: ବିହାର ବିଧାନସଭାର ଚାରିଟି ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳକୁ ନେଇ ଭାଜପା ଓ ଜେଡିୟୁ ବହୁତ ଉତ୍ସାହିତ ଅଛନ୍ତି। ତରାରି, ରାମଗଡ, ଇମାମଗଞ୍ଜ ଏବଂ...

ହଟିଲା ସସ୍‌ପେନ୍ସ, ଏହି ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ! ମଙ୍ଗଳବାର ଶିନ୍ଦେ ଦେବେ ଇସ୍ତଫା

ମୁମ୍ବାଇ,୨୫।୧୧: ମଙ୍ଗଳବାର ଏକନାଥ ଶିନ୍ଦେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ତାଙ୍କ ଇସ୍ତଫା ପରେ ହିଁ ଏକ ନୂତନ ସରକାର ଗଠନ ପାଇଁ ଉଦ୍ୟମ...

ସରକାରଙ୍କ ବଡ଼ ଘୋଷଣା: ଏଣିକି ବୃଦ୍ଧାବୃଦ୍ଧଙ୍କୁ ମିଳିବ ପେନ୍‌ସନ୍‌

ନୂଆଦିଲ୍ଲୀ,୨୫।୧୧: ନିର୍ବାଚନ ପୂର୍ବରୁ ହଜାର ହଜାର ବୃଦ୍ଧବୃଦ୍ଧାଙ୍କୁ ଦିଲ୍ଲୀ ସରକାର ଏକ ବଡ ଉପହାର ଦେଇଛନ୍ତି। ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ...

ଖୁସିରେ ଗଦ୍‌ଗଦ୍‌ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା

ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ...

ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍‌ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ...

୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…

ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ...

ଶୀତକାଳୀନ ଅଧିବେଶନ ଆରମ୍ଭରୁ ହୋ-ହଲ୍ଲା: ଗୃହକୁ ସ୍ଥଗିତ ରଖିଲେ ବାଚସ୍ପତି

ନୂଆଦିଲ୍ଲୀ,୨୫ା୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍‌ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି...

ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍‌ କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri