ଟସ୍‌ ଜିତି ପ୍ରଥମେ ହାଇଦ୍ରାବାଦ୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ଦିଲ୍ଲୀ

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ସନ୍‌ରାଇଜର୍ସ ଦଳ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଛି। ଏହି ମ୍ୟାଚ୍‌ ଲାଗି ଅଭିଜ୍ଞ ବ୍ୟାଟ୍ସମ୍ୟାନ କେନ୍‌ ଓ୍ବିଲିୟମସନ୍‌ଙ୍କୁ ହାଇଦ୍ରାବାଦ ଦଳରେ ସାମିଲ କରିଛି।
ଆୟାରଙ୍କ ନେତୃତ୍ୱାଧୀନ ଦିଲ୍ଲୀ ବର୍ତ୍ତମାନ ସୁଦ୍ଧା ୨ ମ୍ୟାଚ୍‌ରୁ ୨ ବିଜୟ ସହ ୪ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନରେ ରହିଛି। ସେହିଭଳି ହାଇଦ୍ରାବାଦ୍‌ ୨ଟି ମ୍ୟାଚ୍‌ ଖେଳିଥିବାବେଳେ ଦଳକୁ ୨ଟି ଯାକରେ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଡେଭିଡ୍‌ ଓ୍ବାର୍ନରଙ୍କ ଦଳ ବର୍ତ୍ତମାନ ସୁଦ୍ଧା ପଏଣ୍ଟ ଖାତା ଖୋଲିପାରି ନାହିଁ। ତେଣୁ ଏହି ମ୍ୟାଚ୍‌ରେ ଦିଲ୍ଲୀକୁ ହରାଇ କ୍ୟାପିଟାଲ୍ସ ସିଜନରେ ପ୍ରଥମ ବିଜୟ ସ୍ବାଦ ଚାଖିବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri