ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ଦୀର୍ଘ ଦିନରୁ ଚାକିରୀ କରୁଥିବା ସୋମବାର ସମ୍ବଲପୁରରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଶିବିରରେ ଅଭିଯୋଗ ହୋଇଛି।

କର୍ଲାମୁଣ୍ଡା ବ୍ଲକ କନ୍ଧ ସମାଜ ସମ୍ପାଦକ ତଥା ଆଦିବାସୀ ଯୁବ ନେତା ନନ୍ଦି କିଶୋର ଭୋଇ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣୀ ଶିବିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ନକଲି ଆଦିବାସୀମାନେ ଚଞ୍ଚକତା କରି ଜାତି ଗତ ପ୍ରମାଣପତ୍ର ହାସଲ କରି ଶିକ୍ଷକତା କରୁଥିବା ଅଭିଯୋଗ କରିଛନ୍ତି। ଘଟଣାର ଉପଯୁକ୍ତ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ପୂର୍ବ ସରକାରଙ୍କ ଠାରେ ଆଦିବାସୀ ସଂଘ ପକ୍ଷରୁ ନକଲି ଆଦିବାସୀ ଚିହ୍ନଟ ପାଇଁ ଅନେକ ଥର ଲିଖିତ ଭାବେ ଅଭିଯୋଗ କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିବାରୁ ବର୍ତ୍ତମାନର ସରକାର ଏହି ଦିଗରେ ପଦକ୍ଷେପ ନେବେ ବୋଲି ନନ୍ଦି କିଶୋର ଆଶା ବାନ୍ଧି ରହିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri