ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବାକୁ ଦାବି

କଟକ,୨୪ା୩(କାର୍ତ୍ତିକ ସାହୁ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୟୁଜି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ପାଇଁ ଦାବି କରି କୁଳପତିଙ୍କୁ ଶନିବାର ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଗତ ୧୪ ତାରିଖ ବିଜ୍ଞପ୍ତି ଅନୁଯାୟୀ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲ ୨୪ ତାରିଖରୁ ଆରମ୍ଭ ହେବ। ଏହି ପରୀକ୍ଷା ନିମନ୍ତେ ପ୍ରସ୍ତୁତି ପାଇଁ ଛାତ୍ରୀଛାତ୍ରଙ୍କ ନିକଟରେ ସ୍ବଳ୍ପ ସମୟ ରହିଛି। ଯଥେଷ୍ଟ ସମୟ ନ ଥିବାରୁ ପଢ଼ାପଢ଼ି କରି ପ୍ରସ୍ତୁତ ହେବା କଷ୍ଟକର ହେଉଛି। ୟୁଜିସି ଗାଇଡ୍‌ ଲାଇନ୍‌ ଅନୁସାରେ ଦୁଇଟି ସେମିଷ୍ଟର ପରୀକ୍ଷା ମଧ୍ୟରେ ୧୫ରୁ ୧୮ ସପ୍ତାହ ସମୟ ବ୍ୟବଧାନ ରହିବା କଥା। ମାତ୍ର ଏଠାରେ ସମସ୍ତ ରବିବାର, ଛୁଟିଦିନ, କାର୍ଯ୍ୟକ୍ରମ ଆଦିକୁ ମିଶାଇ ମୋଟ୍‌ ୮୨ ଦିନର ସମୟ ବ୍ୟବଧାନ ରହିଛି। ଅପରପକ୍ଷରେ ଦ୍ୱିତୀୟ ସେମିଷ୍ଟର ସିଲାବସ୍‌ ଶେଷ କରିବା ପାଇଁ ଆବଶ୍ୟକ କ୍ଲାସ୍‌ କରାଯାଇନାହିଁ। ପୁଣି ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଯାଏ ଆଉ ମାତ୍ର ୫୫ ଦିନ ସମୟ ରହିଲା। ଏସବୁ କାରଣରୁ ପରୀକ୍ଷା ଘୁଞ୍ଚାଇବା ନିମନ୍ତେ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ...

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ...

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ...

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର...

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image