କଲେଜ ଯାଇ ଘରକୁ ଫେରିନାହାନ୍ତି ନାବାଳିକା ଝିଅ, ଅପହରଣକାରୀଙ୍କ ଗିରଫ ଦାବିରେ ଧାରଣା

ଚାନ୍ଦବାଲି,୩୦ା୩(ଅଶୋକ ପଣ୍ଡା): ନାବାଳିକା ଝିଅକୁ ଅପହରଣ ଘଟଣାରକୁ ୧୦ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ। ଅପହରଣକାରୀଙ୍କୁ ଗିରଫ ଦାବିକରି ଫାଣ୍ଡି ଆଗରେ ପରିବାର ଳୋକଙ୍କ ଧାରଣା ଦେଇଛନ୍ତି।

ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବାଂଶଡ଼ା ଥାନା ଘଣ୍ଟେଶ୍ୱର ଫାଣ୍ଡି ଅଧୀନରେ। ନାବାଳିକା ଝିଅକୁ ନପାଇ ପରିବାର ଲେକଙ୍କ ଆଖିରୁ ଶୁଖୁନି ଲୁହ। ଝିଅକୁ ଅପହରଣ କରିଥିବା ନେଇ ଘଣ୍ଟେଶ୍ୱର ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି ନାବାଳିକା ଝିଅଙ୍କ ବାପା ରଞ୍ଜନ ସାମଲ।

ସୂଚନା ମୁତାବକ ଆଜକୁ ୧୦ ଦିନ ହେବ ଚାନ୍ଦବାଲି ବଜାରାପୁର ପଞ୍ଚାୟତ ଷଣ୍ଢଗଡ଼ା ଗ୍ରାମରେ ରଞ୍ଜନ ସାମଲଙ୍କ ଝିଅ ଘଣ୍ଟେଶ୍ୱର ମହାବିଦ୍ୟାଳୟକୁ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ ଏ ନେଇ ପରିବାର ଲୋକ ଘଣ୍ଟେଶ୍ୱର ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ୧୦ ଦିନ ବିତି ଯାଇ ଥିଲେ ମଧ୍ୟ ନାବାଳିକା ଝିଅକୁ ଉଦ୍ଧାର କରିବାରେ ଘଣ୍ଟେଶ୍ୱର ପୋଲିସ ବିଫଳ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରୁନାହିଁ, ଏ ନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଘଣ୍ଟେଶ୍ୱର ଫାଣ୍ଡି ଆଗରେ ଧାରଣାରେ ବସିଛନ୍ତି ପରିବାର ଲୋକେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଆଇସକ୍ରିମ-କୋଲ୍ଡ ଡ୍ରିଙ୍କ୍ସରେ ମିଳିଲା ଡିଟରଜେଣ୍ଟ ପାଉଡର, ହାଡ଼ ଦୁର୍ବଳ କରୁଥିବା ରାସାୟନିକ ପଦାର୍ଥ

କଟକ,୨।୪: କର୍ଣ୍ଣାଟକର ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରଶାସନ ବିଭାଗ (FDA) ଦ୍ୱାରା ଏକ ଆଶ୍ଚର୍ଯ୍ୟଜନକ ଖାଦ୍ୟ ସୁରକ୍ଷା ତଦନ୍ତରେ ବେଙ୍ଗାଲୁରୁରେ ଆଇସକ୍ରିମ ଏବଂ ଥଣ୍ଡା...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପରେ ତାଲା: ତେଜିଲା ଚାଷୀ ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ବରଗଡ଼, ୨।୪(ପ୍ରେମାନନ୍ଦ ଖମାରୀ) – ଅଣଜଳସେଚିତ ଅଞ୍ଚଳର ଚାଷଜମିକୁ ପାଣି ମଡାଇବା ପାଇଁ ପାର୍ବତୀ ଗିରି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଥିଲା। ମାତ୍ର ଜିଲାର...

ଦେଶବ୍ୟାପୀ UPI ଡାଉନ୍: ପେମେଣ୍ଟ କରିବାକୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ୟୁଜର

ନୂଆଦିଲ୍ଲୀ,୨।୪: UPI ସର୍ଭର ଡାଉନ ହେବାରୁ ଦେଶବ୍ୟାପୀ ଅନଲାଇନ୍ ପେମେଣ୍ଟ କରିବାରେ ୟୁଜରମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗୁଗୁଲ୍ ପେ, ପେଟିଏମ୍ ଏବଂ ଷ୍ଟେଟ୍ ବ୍ୟାଙ୍କ...

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ...

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ...

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ...

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image