ବିଭିନ୍ନ ଦାବି ନେଇ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୧୦ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ଜୀବିକା ମିଶନ ଗ୍ରାମ ପଞ୍ଚାୟତସ୍ତରୀୟ ମହାସଂଘ (ଜିପିଏଲ୍‌ଏଫ୍‌) ଇସି ସଦସ୍ୟାଙ୍କ ପୁନର୍ଗଠନକୁ ପ୍ରତ୍ୟାହାର ଓ ଅନ୍ୟାନ୍ୟ ଦାବି ନେଇ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉଦ୍ଦେଶ୍ୟରେ ଦାବିପତ୍ର କୋକସରା ବ୍ଲକ ଜିପିଏଲ୍‌ଏଫ୍‌ ମହାସଂଘ ପକ୍ଷରୁ ବିଡ଼ିଓ ଅନୁପସ୍ଥିତ କାରଣରୁ ମୁଖ୍ୟ କିରାଣୀ ବିନୋଦ ନାଏକଙ୍କୁ ପ୍ରଦାନ କରାଯାଇଛି।

ଦାବଗୁଡିକ ମଧ୍ୟରେ ମିଶନ ଶକ୍ତି ଓଡିଶା ଜୀବିକା ମିଶନ ପକ୍ଷରୁ ଜାରି କରାଯାଇଥିବା ଜିପିଏଲ୍‌ଏଫ୍‌ ଇସି ସ୍ତରରେ ପୁନର୍ଗଠନ ପ୍ରକ୍ରିୟାକୁ ପ୍ରତ୍ୟାହାର କରିବା, ଗ୍ରାମ ପଞ୍ଚାୟତ ସ୍ତରରେ କାର୍ଯ୍ୟରତ ଇସି ସଦସ୍ୟାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବା, ସ୍କୁଟି ଋଣ ଯୋଜନାର ସର୍ତ୍ତାବଳୀ ଅନୁଯାୟୀ ୪୮ କିସ୍ତି ମଧ୍ୟରୁ ୧୨କିସ୍ତି ଦେୟ ହୋଇଥିବା ବେଳେ ବାକିଥିବା କିସ୍ତି ଉପରେ ସରକାର ବିଚାର କରିବା, ଗ୍ରାମ ପଞ୍ଚାୟତ ସ୍ତରରେ ଜିପିଏଲ୍‌ଏଫ୍‌ରେ କାର୍ଯ୍ୟରତ ଇସି ସଦସ୍ୟାଙ୍କୁ ସାମାଜିକ ନିରାପତ୍ତା ଆଦି ଅନ୍ୟତମ।

ଦାବିପତ୍ର ପ୍ରଦାନ ସମୟରେ ବ୍ଲକ ଜିପିଏଲ୍‌ଏଫ୍‌ ମହାସଂଘ ସଭାନେତ୍ରୀ ଗୀତାରାଣୀ ସୁନାନୀ, ଯାଜ୍ଞସେନି ହଂସ, ମିଥିଲା ପଟେଲ, ବୈଦେହୀ ମାଝୀ, ରୁକ୍ମଣୀ ମାଝୀ, ଗୀତାଞ୍ଜଳି ଚୌଧୁରୀ, ପଙ୍କଜିନି ମେହେରା, ସୁମତି ନାଏକ, ସରସ୍ବତୀ ଶବର, ଲକ୍ଷ୍ମୀ ବେଶ୍ରା, କ୍ଷୀର ଚଳାନ, କପନୀ ପୂଜାରିଙ୍କ ସମେତ ସଂଘର ଶତାଧିକ ମହିଳା ସଦସ୍ୟା ଉପସ୍ଥିତ ଥିଲେ।
ଫଟୋ: ସଂଘ କର୍ମକର୍ତ୍ତା ଦାବିପତ୍ର ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image