Posted inVideo

Demolition drive at Emar Mutt continues | ମାଟିରେ ମିଶିଲା ବହୁଚର୍ଚ୍ଚିତ ଏମାର ମଠ

Featured Video Play Icon

The demolition drive at the 12th century Emar Mutt continues. It will be razed to the ground in a few days from now. That said, the seer of the mutt Mahant Rajgopal Ramanuj Das continues to remain inside the mutt on a silent protest against the demolition. A mysterious underground structure was seen after the main building was pulled down there.

ବହୁ ଚର୍ଚ୍ଚିତ ଦ୍ବାଦଶ ଶତାବ୍ଦୀର ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଆଉ କିଛି ଦିନ ପରେ ସଂମ୍ପୁର୍ଣ୍ଣ ଭାବେ ମାଟିରେ ମିଶିଯିବ ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର ସନ୍ଧାନ। ମଠ ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠରୁ ବାହାରୁ ନଥିବା ଯୋଗୁଁ ମୁଖ୍ୟ କୋଠା ଉଚ୍ଛେଦ କାର୍ଯ୍ୟ କରାଯାଇପାରୁ ନାହିଁ। ସେ ଭିତରେ ମଉନ ବ୍ରତରେ ବସିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri