ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ଜଳରେ ସ୍ନାନ କରିବେ। ଏହାପରେ ଦିଅଁଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଏହି ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ କୋଟି କୋଟି ଭକ୍ତ। ବର୍ଷକରେ ଥରେ ଦିଅଁ ସ୍ନାନ ମଣ୍ଡପରେ ଜଳସ୍ନାନ କରନ୍ତି ଏବଂ ଅନ୍ୟ ଦିନରେ କେବଳ ମନ୍ତ୍ର ସ୍ନାନ କରିବାର ପରମ୍ପରା ରହିଛି।

ଦାରୁଦିଅଁଙ୍କ ଲୀଳାକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତିଭୂମି ଆଧାରିତ ଲୀଳା। ମହାପ୍ରଭୁଙ୍କ ଆର୍ବିଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଏହାକୁ ମଧ୍ୟ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟ ଲୀଳା ବୋଲି କୁହାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନ ଲୀଳା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

ଗଞ୍ଜାମର ୧.୫୭ ଲକ୍ଷ ପରିବାରଙ୍କୁ ପିଏମ୍‌ କିଶାନ କିସ୍ତି 

ଛତ୍ରପୁର,୫।୧୦(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ଜିଲାସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର ୧୮ ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲା...

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri