ବାଟରେ ଅଟକିଲା ଦେବଦଳନ, ନନ୍ଦିଘୋଷ

ପୁରୀ,୨୦।୬(ଅଜିତ୍‌ ମହାନ୍ତି): ବଡଠାକୁର ବଳଭଦ୍ରଙ୍କ ରଥ ଶରଧାବାଲିରେ ପହଞ୍ଚିଥିବାବେଳେ ବାଟରେ ଅଟକିଛନ୍ତି  ଜଗନ୍ନାଥ ଓ ସୁଭଦ୍ରା। ଦେବଦଳନ ବଡ଼ଶଂଙ୍ଖ ନିକଟରେ ଅଟକିଥିବାବେଳେ ମାଉସୀ ମାଆ ଛକରେ ରହିଛି ନନ୍ଦିଘୋଷ ରଥ। ବୁଧବାର ସକାଳେ ପୁଣି ରଥ ଟଣା କାର୍ଯ୍ୟକ୍ରମ ଆରମ୍ଭ ହେବ।

Share