ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ। କାହାକୁ ଅଧିକ ପସନ୍ଦ କରିଛନ୍ତି ଧାମନଗରବାସୀ। ତେବେ ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବାକୁ ଥିବା ବେଳେ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି କରାଯିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ସଂସ୍କୃତି ଭବନରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦିନ ୨ଟା ସୁଦ୍ଧା ସମସ୍ତ ଫଳାଫଳ ଆସିବା ସମ୍ଭାବନା ରହିଛି । ୩ ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଅଙ୍କକଷା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri