ଧମେନ୍ଦ୍ରଙ୍କୁ ଆସିଲା ଫୋନ୍‌ କଲ୍‌, ମିଳିବ କି ବଡ଼ ମନ୍ତ୍ରୀପଦ

ନୂଆଦିଲ୍ଲୀ,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ। ତେବେ କାହାକୁ ମୋଦି କ୍ୟାବିନେଟରେ ସ୍ଥାନ ମିଳିବ। ସେନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଆଜି ଅନେକ ମନ୍ତ୍ରୀମାନଙ୍କୁ ଫୋନ୍‌ ଆସିବା ଆରମ୍ଭ ହୋଇଛି। ଏହି କ୍ରମରେ ଏ ପର୍ଯ୍ୟନ୍ତ ଓଡ଼ିଶାର ସୁରେଜ ପୂଜାରୀ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମଙ୍କୁ କଲ୍‌ ଆସଥିବା ବେଳେ ଏବେ ଧମେନ୍ଦ୍ର ପ୍ରଧାନଙ୍କୁ ଫୋନ୍‌ ଆସିଛି। ତେବେ ଧମେନ୍ଦ୍ରଙ୍କୁ କେଉଁ ମନ୍ତ୍ରୀପଦ ମିଳିବ, ତାହାକୁ ନେଇ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ...

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ କଶ୍ମୀର

ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ମନମୋହନ ମୋର ବନ୍ଧୁ, ମାର୍ଗଦର୍ଶକ ଥିଲେ,ତାଙ୍କୁ ହରାଇବା ମୋର ବ୍ୟକ୍ତିଗତ କ୍ଷତି: ସୋନିଆ

ନୂଆଦିଲ୍ଲୀ,୨୭।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଶୁକ୍ରବାର ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ବସିଥିଲା। ଏଥିରେ ଏକ ସଂକଳ୍ପ ପାରିତ...

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

ମନମୋହନଙ୍କ ସିଂଙ୍କ କ’ଣ ରହିଛି ୨୬ ତାରିଖର ଲିଙ୍କ୍‌, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୭।୧୨: ଆଉ ନାହାନ୍ତି ଭାରତୀୟ ଅର୍ଥନୀତିର ଭୀଷ୍ମ ପିତାମହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। କେବଳ ଦେଶ ନୁହେଁ ସେ ଜଣେ ଭଲ ଅର୍ଥନୀତିଜ୍ଞ ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri