ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି   ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ,  ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ। ବରଗଡ଼ ଜିଲାରେ ଏଥର ବରଗଡ଼  ଅତାବିରା ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନରେ ୨୨୯ ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର

ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ...

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ରଜନୀତିରେ ହଇଚଇ୍‌: କହିଦେଲେ ଅଖିଳେଶ, ଏବେ ଶ୍ରୀକାନ୍ତଙ୍କ ଗତି କୁଆଡ଼େ ନେଇ ବଢ଼ୁଛି ସସ୍ପେନ୍ସ

ଭୁବନେଶ୍ୱର,୧୬।୪: ଅଖିଳେଶ ଯାଦବଙ୍କ ଭୁବନେଶ୍ବର ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ତେବେ ଏହି ସମୟରେ ସେ କହିଥିବା କିଛି କଥା ବରିଷ୍ଠ କଂଗ୍ରେସ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image