ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି   ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ,  ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ। ବରଗଡ଼ ଜିଲାରେ ଏଥର ବରଗଡ଼  ଅତାବିରା ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନରେ ୨୨୯ ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ: ପ୍ରବଳ ଜନସମାଗମ

ଦେଓଗାଁ, ୭।୧(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ କୁଳୁତାପଡା ପଞ୍ଚାୟତ ଅନ୍ତର୍ଗତ ଖଇରଗୁଡ଼ା ଓ କୁମୁରିଆ ବଡ ଖଳା ଓ ସାନଖଳାରେ ଜିଲାର...

ବଢ଼ୁଛି HMPV ସଂକ୍ରମଣ ସଂଖ୍ୟା: ଏପଟେ ପ୍ରବାସୀ  ଭାରତୀୟ  ସମ୍ମିଳନୀକୁ ନେଇ ଚିନ୍ତା…

ଭୁବନେଶ୍ୱର,୭।୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ  ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ  ବିଭାଗୀୟ ...

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ...

୪ ମାସ ଧରି ନାବାଳିକା ଝିଅଙ୍କୁ ଜୋରଜବରଦସ୍ତ ବଳାତ୍କାର କରୁଥିଲେ ବାପା: କୋର୍ଟ ଦେଲେ ଏମିତି ଦଣ୍ଡ

ଭୁବନେଶ୍ୱର,୭ା୧(ସୂର୍ଯ୍ୟକାନ୍ତ ବେହେରା):ନାବାଳିକା ଝିଅଙ୍କୁ ବଳାତ୍କାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତ ବାପାଙ୍କୁ ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରାଜଜ ତଥା ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ (ପୋକ୍ସୋ-୧) ସୋମବାର...

ବିରୋଧୀ ଜାଣି ନାହାନ୍ତି, ବିରୋଧ କାହାକୁ? ଦ୍ୱନ୍ଦ୍ୱରେ କର୍ମୀ

ଭୁବନେଶ୍ୱର, ୭ା୧(ଅନିଲ ଦାସ):ନିଜକୁ ମୁଖ୍ୟ ବିରୋଧୀ ଦଳ ବୋଲାଉଥିବା ବିଜୁ ଜନତା ଦଳ (ବିଜେଡି) ତରଫରୁ ରାଜଧାନୀରେ ଏକ ଜନସମାବେଶର ଆୟୋଜନ କରାଯାଇଥିଲା। ଏହାର ମୁଖ୍ୟ...

ବଲେବଲେ ଢାବାକୁ ନେଇ ପୁଣି ରାଜନୀତି:ବିଜେଡି-ଭାଜପା ମୁହାଁମୁହିଁ

କାଏମା,୭ା୧(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀର ଧର୍ମଶାଳା ଭବନ ପରିସରରେ ଥିବା ବହୁ ଚର୍ଚ୍ଚିତ ବଲେବଲେ ଢାବାକୁ ନେଇ ପୁଣି ରାଜନୈତିକ ଝଡ଼...

ପ୍ରେମ ପ୍ରତାରଣାରୁ ୩୦ଫୁଟ ତଳକୁ ଡେଇଁଲେ ଯୁବକ:ଆଉ ତା’ପରେ…

ପାଟଣା,୭ା୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀ ପୋଲ ଉପରୁ ୩୦ଫୁଟ ତଳକୁ ଡେଇଁ ଜଣେ କଲେଜ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପାଣିରେ...

ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼: ପ୍ରାକୃତିକ ସୌନ୍ଦର୍ଯ୍ୟର ନେଉଛନ୍ତି ମଜା

ଭୁବନେଶ୍ୱର,୭।୧: କାଲିଠୁ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଓଡ଼ିଶାରେ ଜମିଲାଣି ଏନ୍‌ଆର୍‌ଆଇଙ୍କ ଭିଡ଼ । ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image