ରୌପ୍ୟ ପଦକ ବିଜୟୀ କିଶୋର ଜେନାଙ୍କୁ ଭେଟିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୮ା୧୦ଏସୀୟ କ୍ରୀଡ଼ାର ଜାଭେଲିନ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ଆଥଲେଟ୍‌ କିଶୋର କୁମାର ଜେନାଙ୍କୁ ଶନିବାର ନୂଆଦିଲ୍ଲୀଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରିଛନ୍ତି, ରୌପ୍ୟ ପଦକ ବିଜେତା କିଶୋର କୁମାର ଜେନାଙ୍କୁ ଭେଟି ସେ ଆନନ୍ଦିତ। ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ କିଶୋର ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଜିତିଛନ୍ତି। ତାଙ୍କ ଆତ୍ମବିଶ୍ୱାସ, ପରିଶ୍ରମ ଓ ଆଗକୁ ବଢିବାର ଅଭିଳାଷ ପ୍ରଶଂସନୀୟ। ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରି ଆମ ଦେଶକୁ ଗର୍ବିତ କରିଥିବାରୁ ଶୁଭେଚ୍ଛା। ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର...

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ...

‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ...

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା...

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ...

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri