Posted inଜାତୀୟ

ଓଓ୍ବାଇସିଙ୍କୁ ପ୍ରଶଂସା କଲେ ଧର୍ମେନ୍ଦ୍ର ପ୍ରଧାନ: କହିଦେଲେ ଏମିତି…

ନୂଆଦିଲ୍ଲୀ,୨।୮: ସାଧାରଣତଃ ସଂସଦରେ ବିଚାରଧାରର ଲଢେଇ ବହୁତ ଦେଖାଯାଏ। କିନ୍ତୁ ନିକଟରେ ଲୋକ ସଭାରେ ସମ୍ପୂର୍ଣ୍ଣ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାଜପା ଏମ୍‌ପି ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅସଦୁଦ୍ଦିନ ଓୱାଇସିଙ୍କୁ ପ୍ରଶଂସା କରୁଥିବା ଦେଖିବାକୁ ମିଳିଥିଲା। ଏପରିକି ସେ କହିଛନ୍ତି ଯେ, ଓୱାଇସି ଜି ଗୃହରେ ଥିବାବେଳେ ଭଲ ଲାଗେ। ତାଙ୍କ ସହିତ ରହିବା ମଧ୍ୟ ଭଲ ଲାଗେ। ଏହା ଶୁଣି ସମସ୍ତେ ଟିକେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ଓୱାଇସିଙ୍କୁ ଭାଜପା ନେତାଙ୍କୁ ବରାବର ଟାର୍ଗେଟ୍‌ କରନ୍ତି।
ବଜେଟ ଅଧିବେଶନ ଉପରେ ଆଲୋଚନା ବେଳେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ମୋର ବନ୍ଧୁ ଓୱାଇସି ଜୀ ମଧ୍ୟ ଆସିଗଲେଣି। ଓୱାଇସି ଜି ସହିତ କିଛି ସମୟ ରହିବାକୁ ଭଲ ଲାଗେ। ଧର୍ମେନ୍ଦ୍ର ଏସବୁ କହିବା ମାତ୍ରେ ଗୃହରେ ହାସ୍ୟାରୋଳ ମାହୋଲ ଆରମ୍ଭ ହେଲା। କେନ୍ଦ୍ର ମନ୍ତ୍ରୀଙ୍କ ପ୍ରଶଂସା ଶୁଣିବା ପରେ ଓୱାଇସି ମଧ୍ୟ ହସ ଅଟକାଇ ପାରି ନ ଥିଲେ। ସେ ମୁଣ୍ଡ ହଲାଇ ଧୀରେ ଧୀରେ ହସୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭୪ ତମ ଜନ୍ମଦିନ ପାଳନ କରିବେ ମୋଦି

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ...

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri