ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୩।୮: ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବା ସହ ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରଛନ୍ତି । ଏଥିସହ ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଧର୍ମେନ୍ଦ୍ର କହିଛନ୍ତି।

Share