ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର ସର୍କଲର ରାଜସ୍ୱ ନିରୀକ୍ଷକ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି।

ଏକ ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଟିମ୍ ଏହାର ଜାଲ ବିଛାଇଥିଲା। ଆରଆଇ କାର୍ଯ୍ୟାଳୟରେ ଅତିରିକ୍ତ ପିଅନ ବୋଲି ଦାବି କରୁଥିବା ରାଜସ୍ବ ନିରୀକ୍ଷକ ବଳରାମ ସାହୁଙ୍କ ଉପସ୍ଥିତିରେ ଅଭିଯୋଗକାରୀ ଆରଆଇ ବରୁଣ କୁମାର ଜେନାଙ୍କୁ ୩୦,୦୦୦ ଲାଞ୍ଚ ନେଉଥିଲେ। ଏତିକିବେଳେ କାର୍ଯ୍ୟାଳୟ ନିକଟରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ଆରଆଇ ଏବଂ ସାହୁଙ୍କୁ ଲାଞ୍ଚ ଟଙ୍କା ନେଲା ବେଳେ ରେଡ ହାଣ୍ଡେଡ ଧରିଥିଲେ।

ଆରଆଇ, ସଦର ସର୍କଲ ଏକ ଚାଷ ଜମିକକୁ ଘରବାଡିରେ ପରିଣତ କରିବା ପାଇଁ ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ଗ୍ରହଣ କରୁଥିଲେ।ତେବେ ଭିଜିଲାନ୍ସ ହାତରେ ଧାରା ପଡିବା ପରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ସନ୍ଦେହରେ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିବା ​​ଭିଜିଲାନ୍ସ କାର୍ଯ୍ୟାଳୟ ସୂତ୍ରରୁ ସୂଚନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ସମ୍ବଲପୁର,୧୯ା୯: ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri