Posted inଖେଳ

ଭାଙ୍ଗିଲା ଧୋନୀଙ୍କ ୧୭ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୪।୬:ଇଂଲଣ୍ଡର ତାରକା ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲର୍‌ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ସେ ଆଇପିଏଲର ୧୫ତମ ସିଜନରେ ୮୬୩ ରନ ସ୍କୋର କରିବା ପରେ ଅନ୍ତର୍ଜାତୀୟ କ୍ରିକେଟରେ ନିଜର ଫର୍ମ ମଧ୍ୟ ବଜାୟ ରଖିଛନ୍ତି। ନେଦରଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ବଟଲର୍‌ ୨୪୮ ରନ ସଂଗ୍ରହ କରିଥିଲେ। ଏହି ସିରିଜ୍‌ରେ ସେ ମୋଟ ୧୯ଟି ଛକା ମାରିଥିଲେ।
ବଟଲର ଏହି ସିରିଜର ୧୯ଟି ଛକା ମାରି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି। ଏକ ସିରିଜରେ ସର୍ବାଧିକ ଛକା ମାରିବାରେ ବଟଲର ପ୍ରଥମ ଉଇକେଟ କିପର-ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଧୋନୀ ୨୦୦୫ ଅର୍ଥାତ୍‌ ୧୭ ବର୍ଷ ପୂର୍ବେ ଶ୍ରୀଲଙ୍କା ବିପକ୍ଷ ସିରିଜରେ ଉଇକେଟ କିପର ଭାବରେ ବିସ୍ଫୋରକ ବ୍ୟାଟିଂ କରି ୧୭ଟି ଛକା ମାରିଥିଲେ।
ଧୋନୀ ୭ଟି ମ୍ୟାଚର ପାଞ୍ଚ ଇନିଂସରେ ୧୭ ଛକା ମାରିଥିଲେ। କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ବଟଲର୍‌ ଧୋନୀଙ୍କୁ ପଛରେ ପକାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri