Posted inଖେଳ

ଧୋନିଙ୍କ ଆଇପିଏଲ ଦରମାରୁ କଟିବ ୩ ଗୁଣା! ଏହି ନିୟମ ଯୋଗୁ ହେବ କୋଟି କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୧୭।୮: ନିକଟରେ ବିସିସିଆଇ ଆଇପିଏଲ ଦଳ ମାଲିକଙ୍କ ସହ ଏକ ବୈଠକ କରିଥିଲା। ସେହି ବୈଠକରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନିଙ୍କୁ ଜଣେ ଅନକ୍ୟାପଡ ବା ଅଣସଂରକ୍ଷିତ ଖେଳାଳି ଘୋଷଣା କରାଯାଇଥିଲା। ସେତେବେଳେ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ମାଲିକ କାବ୍ୟା ମାରାନ ଦୃଢ ଆପତ୍ତି ଜଣାଇଥିଲେ। କିନ୍ତୁ ବର୍ତ୍ତମାନ ଧୋନିଙ୍କୁ ଜଣେ ଅଣସଂରକ୍ଷିତ ଖେଳାଳି ଘୋଷଣା କରିବା ପରେ ଏକ ବଡ ଅପଡେଟ ଆସିିଛି।

ଯଦିଓ ଏପର୍ଯ୍ୟନ୍ତ କୌଣସି ନିଶ୍ଚିତକରଣ ହୋଇନାହିଁ, କିନ୍ତୁ ରିପୋର୍ଟ ଅନୁଯାୟୀ, ବିସିସିଆଇ ପୁରୁଣା ନିୟମକୁ ଫେରାଇ ଆଣିପାରେ। ଏହି ନିୟମ ଅନୁଯାୟୀ, ଏମଏସ ଧୋନିଙ୍କୁ ଅଣସଂରକ୍ଷିତ ଖେଳାଳି ତାଲିକାରେ ରଖାଯିବ। ଏହା ମଧ୍ୟ ସ୍ପଷ୍ଟ କରିବ ଯେ ଧୋନି ନିଶ୍ଚିତ ଭାବରେ ଆଇପିଏଲ ୨୦୨୫ରେ ଖେଳୁଥିବା ଦେଖାଯିବ।
ସୂଚନାଯୋଗ୍ୟ, ଏହି ନିୟମ ପୂର୍ବରୁ ମଧ୍ୟ ବିଦ୍ୟମାନ ଥିଲା, କିନ୍ତୁ ସେତେବେଳେ ତାହା ବ୍ୟବହୃତ ହୋଇନଥିଲା। କିନ୍ତୁ ବର୍ତ୍ତମାନ ଏହାକୁ ଫେରାଇ ଆଣିବା ଉପରେ ଆଲୋଚନା ଆରମ୍ଭ ହୋଇଛି। ଧୋନି ଜଣେ କ୍ୟାପଟେଡ ଖେଳାଳି ଥିବାବେଳେ ସିଏସକେରୁ ପ୍ରତି ସିଜନରେ ୧୨କୋଟି ଟଙ୍କା ବେତନ ପାଉଥିଲେ, କିନ୍ତୁ ଯଦି ତାଙ୍କୁ ଅଣସଂରକ୍ଷିତ ଖେଳାଳି ତାଲିକାରେ ରଖାଯାଏ, ତା’ହେଲେ ତାଙ୍କ ଦରମା ୪କୋଟି ଟଙ୍କାକୁ ହ୍ରାସ ପାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓ୍ବାଶିଂଟନ୍‌ ସୁନ୍ଦରଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡ ୨୫୯ ରନ୍‌ରେ ଅଲଆଉଟ

ପୁଣେ,୨୪ା୧୦(ପି.ଟି.): ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ୨୫୯ ରନ୍‌ରେ ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ରୋହିତ ଶର୍ମାଙ୍କ ରେକର୍ଡ ଭାଙ୍ଗିଲେ ଏହି ଜିମ୍ବାଓ୍ବେ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୧୦:ଜିମ୍ବାୱେ ଗାମ୍ବିଆ ବିପକ୍ଷରେ ଇତିହାସ ସୃଷ୍ଟି କରିଛି। ଗାମ୍ବିଆ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ଜିମ୍ବାୱେ ସର୍ବାଧିକ ସ୍କୋରର ରେକର୍ଡ ସୃଷ୍ଟି କରିଛି। ଜିମ୍ବାୱେ ୨୦...

ମାତ୍ର ୨୯ ବର୍ଷ ବୟସରେ ଅବସର ନେଲେ ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ରାଣୀ ରାମପାଲ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହିତ ତାଙ୍କର ୧୬ ବର୍ଷ ଲମ୍ବା କ୍ୟାରିୟରର...

ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍‌ରେ ହେଲେ ‘ନମ୍ବର ୧’…

ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ...

ଆଇପିଏଲ ମେଗା ନିଲାମୀରେ ସାମିଲ ହେବେ ଋଷଭ ପନ୍ତ! ଆରସିବିରେ ସାମିଲ କରିବାକୁ ବିରାଟ ଆଗ୍ରହୀ

ନୂଆଦିଲ୍ଲୀ,୨୪।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଆଗାମୀ ସିଜିନ୍ ପାଇଁ ଖୁବଶୀଘ୍ର ମେଗା ନିଲାମ ହେବାକୁ ଯାଉଛି। ରିପୋର୍ଟ ଅନୁସାରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ତଥା...

IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍‌ର ଟସ୍‌ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ...

୨୦ ଓଭରରେ ୩୪୪ ରନ୍‌ କରି ବିଶ୍ୱ ରେକର୍ଡ କଲା ଏହି ଟିମ୍‌

ନୂଆଦିଲ୍ଲୀ,୨୩।୧୦: ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ସବୁଠାରୁ ବଡ଼ ସ୍କୋରର ନୂଆ ରେକର୍ଡ କରିଛି ଜିମ୍ବାଓ୍ବେ। ସିକନ୍ଦର ରାଜାଙ୍କ ଅଧିନାୟକତ୍ୱରେ ଦଳ ଗାମ୍ବିଆ ବିପକ୍ଷ ଟି୨୦...

କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍‌ସିବିରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୨୩।୧୦: ଟିମ୍‌ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri