ଡାଇବେଟିସ୍‌ ରୋଗୀ ଭୁଲ୍‌ରେ ବି ଛୁଅନ୍ତୁ ନାହିଁ ଏହି ଫଳ, ବଢ଼ିଯାଏ ସୁଗାର ଲେବଲ୍‌

ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସ୍‌ ବା ମଧୁମେହ ରୋଗରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ।ଡାଇବେଟିସ୍‌ ଏମିତି ଏକ ରୋଗ ଯାହା ମଣିଷର ଶରୀରକୁ ନଷ୍ଟ କରିଦିଏ। ସାଧାରଣତଃ ସୁସ୍ଥ ରହିବା ପାଇଁ ଲୋକେ ଫଳ ଖାଇଥାନ୍ତି। ମାତ୍ର ଡାଇବେଟିସ୍‌ ରୋଗୀଙ୍କ ପାଇଁ କିଛି ଫଳ ସମ୍ପୂର୍ଣ୍ଣ ବାରଣ ରହିଛି। କାରଣ ଏପରି ମିଠା ଫଳ ଖାଇଲେ ରୋଗୀଙ୍କ ଶରୀରରେ ସୁଗାର ଲେବଲ ବା ଶର୍କରା ପରିମାଣ ଆହୁରି ବଢ଼ିଯାଇଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ସବୁଫଳ ଫଳ ଯେ, ଡାଇବେଟିସ୍‌ ରୋଗୀ ଛାଡ଼ି ଦେବା ଉଚିତ୍‌ ତା’ ନୁହେଁ। ମାତ୍ର କିଛି ଫଳକୁ ସମ୍ପୂର୍ଣ୍ଣ ଛାଡ଼ିଦେବା ଉଚିତ।

ତରଭୁଜ:
ତରଭୁଜ ଏମିତି ଏକ ଫଳ। ଯାହାକୁ ଖାଇଲେ ଡାଇବେଟିସ୍‌ ରୋଗୀଙ୍କ ଶରୀରରେ ସୁଗାରର ମାତ୍ରା ଆହୁରି ବଢ଼ିଯାଇଥାଏ।

କଦଳୀ:
କଦଳୀରେ ଅଧିକ ଶର୍କରା ଭାଗ ଥାଏ। ଯାହାକୁ ଖାଇଲେ ବ୍ଲଡ୍‌ ସୁଗାର ବଢ଼ିଥାଏ।

ଅଙ୍ଗୁର:
ଅଙ୍ଗୁର ପ୍ରାକୃତିକ ମିଠାରେ ଭରପୂର ରହିଥାଏ। ଏହାର ଗ୍ଲାଇସେମିକ୍‌ ଇଣ୍ଡେକ୍ସ ୫୩-୫୯ ରହିଥାଏ। ଯାହାଦ୍ୱାରା ଏହାକୁ ଖାଇଲେ ଡାଇବେଟିସ୍‌ଙ୍କ ରୋଗୀଙ୍କ ପାଇଁ କ୍ଷତିକାରକ ହୋଇଥାଏ।

ସପୁରୀ: ଏଥିରେ ପ୍ରଚୁର ପରିମାଣର ଗ୍ଲାଇକୋଡିନ୍‌ ରହିଥାଏ। ଏହା ମଧ୍ୟ ବ୍ଲଡ୍‌ ସୁଗାର ବଢ଼ାଇଥାଏ।

ସେଓ:

କୁହାଯାଏ, ଗୋଟିଏ ସେଓ ଖାଇବା ଦ୍ୱାରା ଅନେକ ରୋଗ ଭଲ ହୁଏ। ସେଓ ସ୍ୱାସ୍ଥ୍ୟ ପାଇଁ କେତେ ଲାଭଦାୟକ, ଏଥିରେ କୌଣସି ସନ୍ଦେହ ନାହିଁ, କିନ୍ତୁ ଏହାକୁ ସମ୍ପୂର୍ଣ୍ଣ ଖାଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ। ଏହାର ରସ ପିଇବା ଦ୍ୱାରା ରକ୍ତରେ ଶର୍କରା ବୃଦ୍ଧି ପାଇପାରେ। କାରଣ ଏଥିରେ ପ୍ରାକୃତିକ ସୁଗାର ବୃଦ୍ଧି ପାଇପାରେ। ସେଓ ରସ ପିଇବା ଦ୍ୱାରା ସୁଗାର ବୃଦ୍ଧି ପାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୬ ଅଭ୍ୟାସ କରିଦେବ ଦରିଦ୍ର

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ମାଛ କଣ୍ଟା ଲାଗିଥିଲେ କ’ଣ କରିବେ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଅନେ କଷ୍ଟ ହୋଇଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ।...

ଏସବୁ ଖାଇଲେ ନିିୟନ୍ତ୍ରଣରେ ରହିବ ଡାଇବେଟିସ୍‌: ସ୍ବାସ୍ଥ୍ୟ ବିଶେଷଜ୍ଞ

ଡାଇବେଟିସ୍‌ ବା ମଧୁମେହ ରୋଗୀ ଯେହେତୁ ନିଜର ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇପାରି ନ ଥାନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି...

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image