ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ

ନବରଙ୍ଗପୁର,୨୪।୧: ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି।

ଝାଡ଼ାବାନ୍ତିରେ ଗୁରୁବାର ବିଦ୍ୟାଳୟର ଶହେରୁ ଅଧିକ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ହୋଇପଡିଥିଲେ। ସେମାନଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଶୁକ୍ରବାର ଅଧିକ ଆଉ ୫ଜଣ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଖବର ପାଇ ସ୍କୁଲରେ ମେଡିକାଲ ଟିମ୍‌ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି। କେଉଁ ପରିସ୍ଥିତିରେ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିଲା ତାକୁ ନେଇ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ, ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩ (ଅନୁରାଧା ମହାରଣା)- ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର...

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର...

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ...

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ...

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ...

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ...

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image