ପଟ୍ରଗୁଡ଼ାରେ ଝାଡାବାନ୍ତି: ଗୋଟିଏ ପରିବାରର ୮ ଆକ୍ରାନ୍ତ

ବୈପାରିଗୁଡା,୧୧ା୧୨ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ବ୍ଲକ ଦଶମନ୍ତପୁର ପଞ୍ଚାୟତ ପଟ୍ରଗୁଡ଼ା ଗ୍ରାମରେ ଝାଡାବାନ୍ତି ଦେଖାଦେଇଛି। ଏଥିରେ ଗୋଟିଏ ପରିବାରର ୮ଜଣ ଆକ୍ରାନ୍ତ ହୋଇଛନ୍ତି। ଆକ୍ରନ୍ତଙ୍କୁ ଚିକିତ୍ସା ପାଇଁ ବୈପାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ଶିଶୁ ରହିଛନ୍ତି। ଅନ୍ୟମାନେ ହେଲେ ବିଶ୍ୱନାଥ ମାଳୀ, ତାଙ୍କ ସ୍ତ୍ରୀ ପାର୍ବତୀ ମାଳୀ (୩୦), ଝିଅ ଜୟନ୍ତୀ ମାଳୀ (୧୪), କଣ୍ଟେଶ୍ୱରୀ ମାଳୀ (୮), ଭିଣୋଇ ତୁଳାରାମ ମାଳୀ (୩୮), ଭଉଣୀ ଭଗବତୀ ମାଳୀ (୩୦), ଜେମା ମାଳୀ (୫) ଓ ଗୋପୀ ମାଳି (୬୦) ା ତେବେ ଝାଡ଼ାବାନ୍ତିର କାରଣ ଜଣାପଡିନାହିଁ। ଚିକିତ୍ସାପରେ ଅବସ୍ଥା ସୁଧୁରୁଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Gold Down: କମିଲା ସୁନାଦର! ଏବେ ସୁନା ଅଳଙ୍କାର ତିଆରି କଲେ GST-ମେକିଂ ଚାର୍ଜ ମିଶାଇ ଦେବାକୁ ପଡିବ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୧୫।୪: ଲଗାତାର ବୃଦ୍ଧି ପରେ ଆଜି ପୁଣି ସୁନା ଦରରେ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ୧୫ ଏପ୍ରିଲରେ ସୁନା ଦର ୨୫୦ ଟଙ୍କା...

୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍‌ଡେଟ୍‌ ସେ...

ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ...

ଚାଷୀଙ୍କ ଚେତାବନୀ ସମାବେଶ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଣହୁଙ୍କାର

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ଜୟ କିସାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡିଶା କୃଷକ ସଂଗଠନ ସମନ୍ବୟ ସମିତିର ମିଳିତ ଆହ୍ୱାନରେ ଆଜି ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ...

କ’ଣ ସତରେ ମଣିଷଙ୍କୁ ପଥର କରିଦେବେ ଏଲିଅନ? ଆମେରିକା ଗୁଇନ୍ଦା ଏଜେନ୍ସିର ରିପୋର୍ଟ ଲିକ୍‌

ଆମ ଦୁନିଆ ବ୍ୟତୀତ ଆହୁରି ଅନେକ ଦୁନିଆ ଥାଇପାରେ। ଯାହା ପୂର୍ବରୁ ଅନେକ ଥର ଶୁଣିଛୁ ଏବଂ ଅନେକ ହଲିଉଡ ଚଳଚ୍ଚିତ୍ରରେ ମଧ୍ୟ ଦେଖିଛୁ। ଅନେକ...

ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା…

ପୁରୀ,୧୫।୪: ପୁରୀ ଜିଲା କୃଷ୍ଣପ୍ରସାଦ ପଣାଯାତ୍ରା ବେଳେ ଅଘଟଣ ଘଟିଛି। ପଣାଯାତ୍ରା ପଡିଆରେ ୫ ଦୋକାନ ଜଳି ଯାଇଛି। ହଠାତ୍‌ ଗ୍ୟାସ ଟାଙ୍କି ଅଗ୍ନିକାଣ୍ଡ ଘଟିଛି।...

ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video

ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍‌ ସିଜନ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍‌ରୁ ୨ ମ୍ୟାଚ୍‌ ଦଳ ଜିତିଥିବା ବେଳେ ଆଘାତ...

କାଳ ବୈଶାଖୀ : ୩ ଘଣ୍ଟା ପାଇଁ ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୪: ୧୨ ଜିଲାକୁ କାଳ ବୈଶାଖୀ ନେଇ ବର୍ଷା ସତର୍କତା ଜାରି କରାଯାଇଛି। ଏସବୁ ଜିଲା ଗୁଡ଼ିକ ହେଲା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ମୟୁରଭଞ୍ଜ, କେନ୍ଦୁଝର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image